ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ମାସରେ ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୭: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କ ସୁଭଦ୍ରା ଟଙ୍କା ମିଳିବ। ଏ ବାବଦରେ ୧ ଲକ୍ଷ ୮୮ ହଜାର ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ପର୍ଯ୍ୟାୟ କ୍ରମେ ବ୍ୟବସ୍ଥା ହେବ। ଯୋଗ୍ୟ ହେଲେ ଅଗଷ୍ଟ ୯ରେ ସୁଭଦ୍ରା କିସ୍ତି ମିଳିବ। ବଳକା ହିତାଧିକାରୀ ଯୋଗ୍ୟ ହେଲେ ମାର୍ଚ୍ଚ ୮ରେ ସମସ୍ତ କିସ୍ତିର ଅର୍ଥ ପାଇବେ। ଜିରୋ ଇନ୍‌କମ୍‌ ଟ୍ୟାକ୍ସ ଦେଉଥିବେ, ୨.୫ ଲକ୍ଷରୁ ଊଦ୍ଧର୍‌ବ ରୋଜଗାର ଥିଲେ ସୁଭଦ୍ରା ମିଳିବନି ବୋଲି ପ୍ରଭାତୀ କହିଛନ୍ତି।

ଏଥିସହିତ କୋଟିଆରେ ଘରେ ଘରେ ସୁଭଦ୍ରା ଟଙ୍କା ପହଞ୍ଚିବ। ଏହା ପୂର୍ବରୁ କୋଟିଆ ଯାଇ ସୁଭଦ୍ରା ଏନ୍‌ରୋଲ୍‌ମେଣ୍ଟ୍‌ ଚେକ କରିବେ। ଅଗଷ୍ଟ ୯ରେ ସୁଭଦ୍ରା କିସ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଜୟପୁର ଗସ୍ତ କରି ପ୍ରଦାନ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ଆଜି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି।…

ରାଜ୍ୟ ସଭା ଫଳାଫଳ ପରେ ନବୀନଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୭।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ଏବଂ ଶାସକ ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ…

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri