ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ସରିବା ପରେ କେଭି ସିଂଦେଓ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦୁଇ ଗୋଷ୍ଠୀ ଦାବିପତ୍ର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବି। ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କେଭି ସିଂଦେଓ କହିଛନ୍ତି।
ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ବସିଥିଲା। ଜିଲାପାଳ, ଏସ୍ପି, ADG, DIGଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ନୂଆ ଚକ୍ରବ୍ୟୁହ ରଚିଲା ଆମେରିକା: ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨।୫: ଇରାନ ସହିତ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ଦୁଇ ମାସ ଧରି ଚାଲିଥିବା ଯୁଦ୍ଧର ଗତି କିଛିଟା…

ଦେଢବର୍ଷ ବିତିଗଲା,ସମ୍ପୂର୍ଣ୍ଣ ହୋଇପାରୁନି ଅଙ୍ଗନବାଡି କେନ୍ଦ୍ର: ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା

କେସିଙ୍ଗା,୨।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ମାସ ବିତିଗଲାଣି…

କାଳବୈଶାଖୀର କରାଳ ରୂପ: ଉଡ଼ିଗଲା ଗରିବଙ୍କ ଘରର ଛାତ, ଗଛ ପଡ଼ି ଗାଈ- ବାଛୁରୀର ମୃତ୍ୟୁ

ଥୁଆମୂଳ ରାମପୁର, ୨।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ୩୦ ତାରିଖ ରାତିରୁ ଆରମ୍ଭ କରି ୧ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ କାଳବୈଶାଖୀ…

ପୁଣି ଟାରିଫ୍‌ ଝଟକା ଦେଲେ ଟ୍ରମ୍ପ: ୟୁରୋପୀୟ ସଂଘ ସହିତ ଭାଙ୍ଗିଲେ ବାଣିଜ୍ୟ ଚୁକ୍ତି, ଏହି ଜିନିଷ ଉପରେ ଲଗାଇଲେ ୨୫% ଟ୍ୟାକ୍ସ

ଓ୍ବାଶିଂଟନ୍‌,୨।୫: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ଟାରିଫ୍‌ ବୋମା ପକାଇଛନ୍ତି। ସେ ୟୁରୋପୀୟ ସଂଘ ସହିତ ବାଣିଜ୍ୟ ଚୁକ୍ତି ଭାଙ୍ଗିଛନ୍ତି ଏବଂ ୟୁରୋପୀୟ…

ସିମନବାଡିରେ ବିଦ୍ୟୁତ ସେବା ଠପ୍‌: ଆସୁନି ଇଣ୍ଟରନେଟ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି,୨।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡରେ ଗତ ୩ ଦିନ ହେଲା ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇପଡିଛି। ପ୍ରାୟ ୮ ପଞ୍ଚାୟତବାସୀ ଅନ୍ଧାରରେ ରହିଥିବା…

ପେଟ୍ରୋଲ-ଡିଜେଲ ଦାମ୍‌କୁ ନେଇ ଆସିଲା ବଡ଼ ଅପଡେଟ୍‌: ଏତେ ଟଙ୍କା ମହଙ୍ଗା ହୋଇଯିବ…

ନୂଆଦିଲ୍ଲୀ,୨।୫: ମେ ମାସ ମୁଦ୍ରାସ୍ଫୀତି କ୍ଷେତ୍ରରେ ଜନସାଧାରଣଙ୍କୁ ଚକିତ କରିପାରେ। ଏହା ୧ ମେ’ ରେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା।…

Love You Darling…. ଚିତ୍କାର କରି ଧୋନୀଙ୍କୁ ଏମିତି କହିଦେଲେ ଏହି କ୍ରିକେଟର୍‌, ଦେଖନ୍ତୁ Video

ନୂଆଦିଲ୍ଲୀ,୨।୫: IPL 2026ରେ ଏମ୍‌ସ୍‌୍‌ ଧୋନୀଙ୍କୁ ପଡ଼ିଆରେ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଦିନରୁ ଅପେକ୍ଷା କରିଛନ୍ତି। ତାଙ୍କ ପ୍ରତି ସେମାନଙ୍କର ପ୍ରେମ ଅତୁଟ ରହିଛି। କେବଳ…

ବ୍ୟାଟ ଦେଖାଇଲେ ଜାଡେଜା, ଧକ୍କା ମାରିଲେ କୁଲଦୀପ ଯାଦବ: ଲାଇଭ ମ୍ୟାଚ ସମୟରେ ମଧ୍ୟରେ ଘଟିଲା ଏମିତି, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୫: IPL ୨୦୨୬ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିଲା, ଯେଉଁଥିରେ ଡିସି RRକୁ ୭ ଉଇକେଟ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri