ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ ଲଚିଦା କୃଷିଫାର୍ମ, କାଠଡେରା ରଥଯାତ୍ରା ଏବଂ ବରଗଡ଼ ବ୍ଲକ ଅନ୍ତର୍ଗତ ଖୁଣ୍ଟପାଲି ରଥଯାତ୍ରାରେ ତାଙ୍କ କାର୍ଯ୍ୟକ୍ରମ ରହିଛି। ତେବେ ଉପମୁଖ୍ୟମନ୍ତ୍ରୀ ସିଂହଦେଓଙ୍କ କାର୍ଯ୍ୟକ୍ରମ ପୂର୍ବରୁ ପୋଲିସ ସଂଯୁକ୍ତ କୃଷକ ସଂଗଠନର ଉପଦେଷ୍ଟା ରମେଶ ମହାପାତ୍ର, ସୁଦାମ ପାତ୍ରଙ୍କୁ ଉଠାଇ ନେଇ ଥାନାରେ ଅଟକ ରଖିଥିବା ସୂଚନା ମିଳିଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ବିପୁଳ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri