ଡ୍ରଗ୍ସ ମାମଲାରେ ବଲିଉଡ୍ ସେଲିବ୍ରିଟିଙ୍କୁ ଜେରା କରିଥିବା ଏନ୍‌ସିବି ଉପ ନିର୍ଦ୍ଦେଶକ କରୋନା ପଜିଟିଭ

ମୁମ୍ବାଇ,୪ ।୧୦: ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ(ଏନ୍‌ସିବି)ର ଉପନିର୍ଦ୍ଦେଶକ କେପିଏସ୍ ମାଲହୋତ୍ରା କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ଜଣାପଡିଛି । ସେ ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଜଡିତ ଥିବା ଡ୍ରଗ୍ସ ମାମଲାର ଯାଞ୍ଚ କରୁଥିଲେ । କରୋନାରେ ଆକ୍ରାନ୍ତ ହେବା ପରେ ସେ ମୁମ୍ବାଇରୁ ଦିଲ୍ଲୀ ଚାଲିଆସିଛନ୍ତି । ଡ୍ରଗ୍ସ ମାମଲାରେ ବଲିଉଡ୍‌ର କେତେଜଣ ଚର୍ଚ୍ଚିତ ଚେହେରାଙ୍କୁ ସେ ଜେରା କରିଥିଲେ । ନିକଟରେ ଏହି ମାମଲାରେ ବଲିଉଡ୍ ନାୟିକା ଦୀପିକା ପାଦୁକୋନ, ରକୁଲ ପ୍ରିତ ସିଂ, ସାରା ଅଲ୍ଲି ଖାଁ, ଶ୍ରଦ୍ଧା କପୁର ଆଦିଙ୍କୁ ସେ ପଚରା ଉଚରା କରିଥିଲେ ବୋଲି ଜଣାପଡିଛି । ସୂଚନାଯୋଗ୍ୟ, ଏହି ଡ୍ରଗ୍ସ ମାମଲାରେ ବଲିଉଡ୍‌ର ଆଉ କେତେଜଣ ସେଲିବ୍ରିଟି ଏନ୍‌ସିବି ରାଡାରରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri