ଭିଜିଲାନ୍ସ ଜାଲରେ ବିଦ୍ୟୁତ ବିଭାଗର ଡେପୁଟି ମ୍ୟାନେଜର

କେନ୍ଦୁଝର,୨୧।୯(ସ୍ବ.ପ୍ର.): ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ କେନ୍ଦୁଝର ବିଦ୍ୟୁତ ବିଭାଗର ଡେପୁଟି ମ୍ୟାନେଜର ମହେଶ୍ୱର ସେଠୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢାଉ ହୋଇଛି। ଏକ ସାଙ୍ଗରେ ତାଙ୍କର ଘଟଗାଁ, ରିମୁଳି ଓ କେନ୍ଦୁଝର ସ୍ପଞ୍ଜ କଲୋନୀସ୍ଥିତ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଛି। କେନ୍ଦୁଝର ୟୁନିଟ୍‌ର ଭିଜିଲାନ୍ସ ଇନ୍ସପେକ୍ଟର ହେମାମାଳିନୀ ନାୟକ ଏହା ସୂଚନା ଦେଇଛନ୍ତି। ଯାଞ୍ଚ ପରେ ସମୁଦାୟ ସମ୍ପତ୍ତିର ମୂଲ୍ୟ ଓ ଅନ୍ୟାନ୍ୟ ତଥ୍ୟ ଜଣା ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ହୋମଗାର୍ଡଙ୍କୁ ଭେଟିଲା ଆମ୍ବେଦକର ବିକାଶ ପରିଷଦ

ରତ୍ନଗିରି,୧୯ା୧୦(ଡି.ଏନ୍‌.ଏ.): ବରୀ ବ୍ଲକ ଅନ୍ତର୍ଗତ ଅଟିରା ପଞ୍ଚାୟତର ଓଉପଡା ଗ୍ରାମର ହୋମଗାର୍ଡ ରଞ୍ଜନ କୁମାର ମଲ୍ଲିକଙ୍କୁ ଶୁକ୍ରବାର ଆମ୍ବେଦକର ବିକାଶ ପରିଷଦର ସଦସ୍ୟ ଭେଟିଛନ୍ତି। ନ୍ୟାୟ...

ପୁଣି ଚର୍ଚ୍ଚାରେ ଏସପି ସାରା ଶର୍ମା:ଅଧିକାରୀ, ଜନସାଧାରଣଙ୍କୁ ଦେଲେ ବ୍ୟାୟାମ ତାଲିମ

ପାରଳାଖେମୁଣ୍ଡି,୨୦-୧୧ (ସ୍ବ.ପ୍ର.):ପୁଣି ଚର୍ଚ୍ଚାରେ ଗଜପତି ଏସପି ସାରା ଶର୍ମା। ପୂର୍ବରୁ ମହିଳାଙ୍କ ସୁରକ୍ଷା ପାଇଁ ସି-ଟିମ୍‌ ଗଠନ କରିବା ସହ ଏଥିପାଇଁ ଗୀତଗାଇ ଚର୍ଚ୍ଚାକୁ ଆସିଥିଲେ।...

ସହାୟତାର ହାତ ବଢ଼ାଇଲା ଡିଭାଇନ୍‌ କଲେଜ

ବାରିପଦା ଅଫିସ, ୧୦ା୪- କରୋନା ମୁକାବିଲା ଲାଗି ଡିଭାଇନ ଓ ଏମଏସଇ କଲେଜ ଅଫ ଇଞ୍ଜିିନିୟରିଂ ସହାୟତାର ହାତ ବଢାଇଛି। ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୧...

ପୁଅଙ୍କ ଶାବଳ ମାଡ଼ରେ ଆହତ ବାପାଙ୍କ ଜୀବନଗଲା

ଧାମନଗର,୩।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଅସୁରାଳୀ ହଂସପୁର ଗ୍ରାମରେ ପୁଅଙ୍କ ଶାବଳ ମାଡ଼ରେ ଆହତ ବାପାଙ୍କର ରବିବାର ସକାଳେ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,ଅକ୍ଟୋବର ୨୨...

ରୋହିତଙ୍କ ଶେଷକୃତ୍ୟ ସମ୍ପନ୍ନ

ଏମ୍‌ ରାମପୁର,୬।୨(ଡି.ଏନ୍‌.ଏ.): ଲ୍ୟାଣ୍ଡମାଇନ ବିସ୍ଫୋରଣରେ ପ୍ରାଣ ହରାଇଥିବା ଧରିତ୍ରୀ ଖବରଦାତା ରୋହିତ ବିଶ୍ୱାଳଙ୍କ ଶେଷକୃତ୍ୟ ରବିବାର ସମ୍ପନ୍ନ ହୋଇଛି । ଶୋକାକୁଳ ପରିବେଶରେ ଗାଁରେ ରୋହିତଙ୍କର...

ପୁରୁଣା ଅଞ୍ଚଳକୁ ରାସ୍ତା ନିର୍ମାଣରେ ଅବହେଳା ଅଭିଯୋଗ; ନିର୍ମାଣ କାମ ବନ୍ଦ କଲେ ବାପୁଜୀନଗରବାସୀ

ବ୍ରହ୍ମପୁର ଅଫିସ,୧୦ା୬-ଲୋଚାପଡା ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦ ବିହାର ଅଞ୍ଚଳରେ ରାସ୍ତା ନିର୍ମାଣକୁ ନେଇ ରବିବାର ଉତ୍ତେଜନା ଦେଖାଦେଇଛି। ଏହି ପଞ୍ଚାୟତ ଅଧୀନରେ ଥିବା ବାପୁଜୀ ନଗର...

ନକଲି ଅଗ୍ନିଶମ କର୍ମଚାରୀ ଗିରଫ

ଫୁଲବାଣୀ ଅଫିସ, ୯ା୪- ଜଣେ ନକଲି ଅଗ୍ନିଶମ କର୍ମଚାରୀଙ୍କୁ ଖଜୁରିପଡ଼ା ଥାନା ପୋଲିସ ଗିରଫ କରିଛି। ଗିରଫ ଯୁବକ ଜଣକ ହେଲେ ଗୁରୁପଦା ଗ୍ରାମର ବାବୁଲ...

ତୁରନ୍ତ ପ୍ରକଳ୍ପ କାମ ଆରମ୍ଭ ଲାଗି ନିର୍ଦ୍ଦେଶ

ବନ୍ତ, ୧।୪ (ଡି.ଏନ୍‌.ଏ./ସ୍ବ.ପ୍ର.) ଭଦ୍ରକ ଜିଲା ବନ୍ତ ବ୍ଲକ ମହାନ୍ତିପଡ଼ା ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ନେଇ ଗୁରୁବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ...

Advertisement
Archives

Model This Week