ଉପବାଚସ୍ପତିଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗ ଦେଇ  ଫେରୁଥିବା ବେଳେ ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଅନୁଗୋଳରୁ ଫେରୁଥିବା ବେଳେ ୫୫ ନଂ ଜାତୀୟ ରାଜପଥର ପଞ୍ଚମହଲାଠାରୁ ବନ୍ତଳା ରାସ୍ତାକୁ ଟର୍ନିଂ ସମୟରେ ଏହି ଦୁର୍ଘଟଣା ଘଟିଛି। ଉପବାଚସ୍ପତିଙ୍କ କାର୍‌ ଏକ ଟ୍ରକ୍‌ ସହ ପିଟି ହୋଇଯାଇଥିବା ଜଣାପଡ଼ିଛି। ତେବେ ଉପବାଚସ୍ପତି ସୁରକ୍ଷିତ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri