ବଡ଼ମ୍ବା ଟି-ବ୍ରିଜ୍‌ରେ ଦଳାଚକଟା: ୧୨ ଗୁରୁତର

ବଡ଼ମ୍ବା,୧୪ା୧(ଡି.ଏନ୍‌.ଏ.): କଟକ ଜିଲା ବଡ଼ମ୍ବା-ଗୋପୀନାଥପୁର ଟି-ବ୍ରିଜରେ ଶନିବାର ଦଳାଚକଟା ହେବାରୁ ୧୨ ଜଣ ଗୁରୁତର ହୋଇଛନ୍ତି। ଏହି ଗୁରୁତରମାନଙ୍କ ମଧ୍ୟରେ ମହିଳା ଏବଂ ଶିଶୁ ରହିଛନ୍ତି। ଗୁରୁତରମାନଙ୍କୁ ବଡ଼ମ୍ବା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମକରମେଳା ପାଇଁ ସିଂହନାଥ ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଫଳରେ ଦଳଚକଟା ପରିସ୍ଥିତି ଉପୁଜିଥିଲା। ଏପରିକି ବ୍ରିଜ୍‌ ଉପରୁ କିଛି ଲୋକ ପ୍ରାଣ ବିକଳରେ ତଳକୁ ଡେଇଁ ପଡ଼ିଥିବା ଜଣାପଡ଼ିଛି।

କିଛି ମାସ ତଳେ ମହାନଦୀ ଉପରେ ଏହି ବ୍ରିଜ୍‌ ଉଦ୍‌ଘାଟନ ହୋଇଥିଲା। ବ୍ରିଜ୍‌ଟି ମହାନଦୀରୁ ସିଂହନାଥ ପୀଠକୁ ସଂଯୋଗ କରେ। ଆଜି ମକର ମେଳା ଦେଖିବା ପାଇଁ ଭକ୍ତମାନେ ସିଂହନାଥ ପୀଠକୁ ଆସିଥିବା ବେଳେ ଏହି ଅଘଟଣ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri