୧୫ ବର୍ଷ ପୁରୁଣା ଗାଡ଼ିର ପଞ୍ଜୀକରଣ ରଦ୍ଦ: ଏପ୍ରିଲ ୧ରୁ ଲାଗୁ…

ନୂଆଦିଲ୍ଲୀ,୧୯।୧ : ଦେଶରେ ପ୍ରଦୂଷଣକୁ ରୋକିବା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଦେଶରେ ଚାଲୁଥିବା ସମସ୍ତ ୧୫ ବର୍ଷ ପୁରୁଣା ଗାଡିର ପଞ୍ଜୀକରଣ ରଦ୍ଦ କରିବାକୁ ମୋଦି ସରକାର ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଏହି ଆଦେଶ ୧ ଏପ୍ରିଲ ୨୦୨୩ ରୁ ପ୍ରଯୁଜ୍ୟ ହେବ ବୋଲି ବିବେଚନା କରାଯିବ। ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରଥମ ପର୍ଯ୍ୟାୟରେ ସରକାରୀ ଯାନଗୁଡ଼ିକୁ ହଟାଇ ଦିଆଯିବ। ]

ପ୍ରଦୂଷଣ ନିୟନ୍ତ୍ରଣ ଏବଂ ବୃତ୍ତିଗତ ଅର୍ଥନୀତିକୁ ତ୍ୱରାନ୍ବିତ କରିବାକୁ କେନ୍ଦ୍ର ସଡକ ପରିବହନ ମନ୍ତ୍ରଣାଳୟ ମୋଟର ଯାନ ଅଧିନିୟମରେ ସଂଶୋଧନ ପାଇଁ ବିଜ୍ଞପ୍ତି ଜାରି କରିଛି। ଏହି ବିଜ୍ଞପ୍ତି ଅନୁଯାୟୀ, ୧୫ ବର୍ଷରୁ ଅଧିକ ବର୍ଷର ପୁରୁଣା ସମସ୍ତ ସରକାରୀ ଗାଡିର ପଞ୍ଜୀକରଣ ବାଧ୍ୟତାମୂଳକ ରଦ୍ଦ ହେବ। ଏଠାରେ ଉଲ୍ଲେଖଯୋଗ୍ୟ ବିଷୟ ହେଉଛି ୧୫ ବର୍ଷ ପୁରୁଣା ଯାନ ଯାହାର ପଞ୍ଜୀକରଣ ନବୀକରଣ ଆଧାରରେ ବୃଦ୍ଧି କରାଯାଇଛି, ତାହା ମଧ୍ୟ ସ୍ବତଃ ବାତିଲ ବୋଲି ଧରାଯିବ। ବିଜ୍ଞପ୍ତିରେ କୁହାଯାଇଛି ଯେ ପଞ୍ଜୀକୃତ ସ୍କ୍ରାପ ସେଣ୍ଟରରେ ଏହିପରି ଯାନଗୁଡିକୁ ବିସର୍ଜନ କରିବାକୁ ପଡିବ।

ଏହାପୂର୍ବରୁ କେନ୍ଦ୍ର ପରିବହନ ଓ ସଡକ ନିର୍ମାଣ ମନ୍ତ୍ରୀ ନିତିନ ଗଡକରୀ କହିଥିଲେ ଯେ ୧୫ ବର୍ଷରୁ ଅଧିକ ବର୍ଷ ପୁରୁଣେ ଯାନବାହାନକୁ ସ୍କ୍ରାପରେ ପରିଣତ କରାଯିବ। ସେ କହିଛନ୍ତି ଯେ ଏ ବାବଦରେ ରାଜ୍ୟକୁ ସୂଚନା ପଠାଯାଇଛି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏଥିପାଇଁ ଅନୁମୋଦନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri