Posted inଜାତୀୟ

ବିଧାନ ପରିଷଦ ନିର୍ବାଚନ: ପ୍ରାର୍ଥୀ ଘୋଷଣା କଲା ଭାଜପା, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅଙ୍କୁ ମିଳିଲାନି ଟିକେଟ୍‌

ବେଙ୍ଗାଲୁରୁ,୨୪।୫: କର୍ନାଟକରେ ହେବାକୁ ଥିବା ବିଧାନ ପରିଷଦ ନିର୍ବାଚନ ପାଇଁ ଏମ୍‌ଏଲ୍‌ସି ପ୍ରାର୍ଥୀ ଘୋଷଣା କରିଛି । ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି ଚଲୁବାଦୀ ନାରାୟଣସ୍ବାମୀ, ହେମଲତା ନାୟକ, ଏସ କେଶବ ପ୍ରସାଦ ଏବଂ ଲକ୍ଷ୍ମଣା ସଓ୍ବଦୀ । ସେହିଭଳି ଶିକ୍ଷକ କୋଟାରୁ ବସବରାଜ ହୋରାଟ୍ଟୀଙ୍କୁ ଟିକେଟ୍‌ ମିଳିଛି। ହେଲେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ ୟେଦିୟୁରପ୍ପାଙ୍କ ପୁଅ ବିଓ୍ବାଇ ବିଜୟେନ୍ଦ୍ରଙ୍କୁ ଦଳ ଟିକେଟ୍‌ ଦେଇନାହିଁ । କର୍ନାଟକରେ ଆସନ୍ତା ଜୁନ ୩ ତାରିଖରେ ବିଧାନ ପରିଷଦ ନିର୍ବାଚନ ଅନୁଷ୍ଠିତ ହେବ ।
ତେବେ କୁହାଯାଉଛି କି, ଆସନ୍ତା ବିଧାନସଭା ନିର୍ବାଚନରେ ବିଜୟେନ୍ଦ୍ରଙ୍କୁ ବଡ ଦାୟିତ୍ୱ ମିଳିପାରେ । ଦଳ ବିଜୟେନ୍ଦ୍ରଙ୍କୁ ବିଧାନସଭା ଟିକେଟ୍‌ ଦେବା ପାଇଁ ଚିନ୍ତା କରୁଛି । ତେଣୁ ଦଳ ବିଧାନ ପରିଷଦ ନିର୍ବାଚନ ପାଇଁ ୟେଦିଙ୍କ ପୁଅଙ୍କୁ ମୈଦାନକୁ ଛାଡିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜଗନ୍ନାଥପ୍ରସାଦ,୨୦ା୬(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥପ୍ରସାଦ ପୁଣି କାୟା ମେଲାଇଲେଣି ଚୋର ନିଦ ହଜାଇଲାଣି ଚୋରି ଖବର ବଡ଼ଦାଣ୍ଡ ସାହିରୁ କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ଓ…

ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ: ପୂର୍ବତନ ଅବକାରୀ ନିରୀକ୍ଷକଙ୍କୁ ୩ବର୍ଷ କାରାଦଣ୍ଡାଦେଶ

ବରଗଡ଼, ୨୦।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ରେଞ୍ଜରେ କାର୍ଯ୍ୟରତ ପୂର୍ବତନ ଅବକାରୀ ନିରୀକ୍ଷକ ଇନ୍ଦ୍ରଜିତ ସାହୁଙ୍କୁ ଲାଞ୍ଚ ନେବା ମହଙ୍ଗା ପଡିଛି । ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର…

ଆଜି ଆସିବ ପିଏମ୍‌ କିଷାନର ୨୩ କିସ୍ତି, ୯ କୋଟିରୁ ଅଧିକ କୃଷକଙ୍କ ଖାତାକୁ ଆସିବ ଟଙ୍କା

ନୂଆଦିଲ୍ଲୀ,୨୦।୬: ଦେଶର କୋଟି କୋଟି କୃଷକଙ୍କ ପାଇଁ ଆଜି ଏକ ବଡ଼ ଖୁସିର ଦିନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (ଶନିବାର, ୨୦ ଜୁନ) ପଶ୍ଚିମବଙ୍ଗର ହୁଗୁଳି…

ହନୁମାନ ମନ୍ଦିରର ସଭାମଣ୍ଡପର ଛାତ ଭୁଶୁଡ଼ିଲା; ୩୦-୪୦ ଦବି ରହିଥିବା ଆଶଙ୍କା, ୫ ମୃତ

ପରଭଣୀ,୨୦।୬: ମହାରାଷ୍ଟ୍ରର ପରଭାନୀ ତାଲୁକାର ଯଶୱାଡି ଗ୍ରାମରୁ ଏକ ଦୁଃଖଦ ଦୁର୍ଘଟଣାର ଖବର ଆସିଛି। ସ୍ଥାନୀୟ ହନୁମାନ ମନ୍ଦିର ପରିସରରେ ଥିବା ସଭା ମଣ୍ଡପ (ସଭା ମଣ୍ଡପ)ର…

ଅରବିନ୍ଦ ମହାପାତ୍ରଙ୍କ ଦୁଇ ବର୍ଷର ସଫଳତା: ୪୦୦ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ…

ପାଟକୁରା, ୨୦।୬ (ରବୀନ୍ଦ୍ର ନାଥ ବାରିକ): ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ତାଙ୍କ ତଳକୁସୁମାସ୍ଥିତ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରି ନିଜର ଦୁଇ ବର୍ଷର…

ପାଣି ପାଇଁ ନଙ୍ଗଲବେଡ଼ା ରାସ୍ତା ଅବରୋଧ କଲେ ଗ୍ରାମବାସୀ, ପ୍ରତିଶ୍ରୁତି ପରେ…

ଲାଞ୍ଜିଗଡ଼,୨୦ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ନଙ୍ଗଲବେଡ଼ା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଥିବା ବେଳେ ଶତାଧିକ ମହିଳା ପୁରୁଷ…

ବିକାଶର ଧାରା ଓଡ଼ିଶା ସାରା: ୧୬୩ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ବିଧାୟକ

ଭଞ୍ଜନଗର,୨୦ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଭାଜପା ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ…

ସରକାରଙ୍କ ବଡ଼ ପଦକ୍ଷେପ! ବ୍ୟାନ୍ ହେଲା ୧୬ ଔଷଧ, ଜାଣନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୨୦।୬: ରୋଗୀ ସୁରକ୍ଷାକୁ ପ୍ରାଥମିକତା ଦେଇ କେନ୍ଦ୍ର ସରକାର ତୁରନ୍ତ ପ୍ରଭାବରୁ ୧୬ଟି ଫିକ୍ସ ଡୋଜ କମ୍ବିନେଶନ (FDC) ଔଷଧର ଉତ୍ପାଦନ, ବିକ୍ରୟ ଏବଂ ବଣ୍ଟନକୁ ନିଷିଦ୍ଧ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri