Odisha Elections 2024

କୋଟି କୋଟି ସମ୍ପତ୍ତିର  ମାଲିକ ହୋଇ ସୁଦ୍ଧା ନିଜକୁ ଲେଟ୍‌ ନାଇଟ୍‌ ପାର୍ଟିରୁ ଦୂରେଇ ରଖନ୍ତି ଏହି ଅଭିନେତା

୧୯୭୭ ସେପ୍ଟେମ୍ବର ୯ରେ  ଅମୃତସରରେ ଜନ୍ମଗ୍ରହଣ କରିଥିବା ରାଜୀବ ଓମ ଭାଟିଆ ଅର୍ଥାତ ଅକ୍ଷୟ କୁମାରଙ୍କୁ ବଲିଉଡର ଖିଲାଡି କିଙ୍ଗ୍‌ କୁହାଯାଏ। ଅକ୍ଷୟ ନିଜେ ବଲିଉଡରେ ନିଜର ସ୍ଥାନ ସୃଷ୍ଟି କରିଥିଲେ ଏବଂ ଆଜି ତାଙ୍କର ପ୍ରାୟ ପ୍ରତ୍ୟେକ ଫିଲ୍ମ  କୋଟି କୋଟି ଟଙ୍କା ଆୟ କରୁଛି। ଅକ୍ଷୟ କୁମାର ଫିଲ୍ମ ‘ସୌଗନ୍ଧ’ ସହିତ ବଲିଉଡରେ ଡେବ୍ୟୁ କରିଥିଲେ। କିନ୍ତୁ ଫିଲ୍ମ ‘ଖିଲାଡି’ରୁ ପ୍ରକୃତ  ପରିଚୟ ପାଇଥିଲେ। ଏହା ପରେ ଅକ୍ଷୟ ‘ଖିଲାଡିଓ କା ଖିଲାଡି’, ‘ଇଣ୍ଟରନ୍ୟାଶନାଲ ଖିଲାଡି’, ‘ଖିଲାଡି୪୨୦’, ‘ହେରା ଫେରି’, ’ଅଜନାବି’, ‘ରୁସ୍ତମ’, ‘ବେଲବଟମ୍‌’, ‘ବେବି’, ‘ଗୁଡ ନ୍ୟୁଜ୍‌’ ଭଳି ଅନେକ  ହିଟ୍‌ ଫିଲ୍ମରେ ଅଭନୟ ଯାଦୁ ଦେଖାଇଛନ୍ତି। ଅକ୍ଷୟ ତାଙ୍କର ଷ୍ଟଣ୍ଟ ଏବଂ କାର୍ଯ୍ୟ ପାଇଁ ଜଣାଶୁଣା।
ଅକ୍ଷୟ କୋଟି କୋଟି ସମ୍ପତ୍ତିର ମାଲିକ ହୋଇ ସୁଦ୍ଧା ଏହା  ବିଶ୍ୱାସ କରନ୍ତି ଯେ ସ୍ବାସ୍ଥ୍ୟ ହେଉଛି ସବୁଠାରୁ ବଡ ଧନ। ତେଣୁ ସେ ନିଜକୁ ଲେଟ୍‌ ନାଇଟ୍‌ ପାର୍ଟିରୁ ଦୂରେଇ ରଖନ୍ତି । ଫିଟ୍‌ ରହିବା ପାଇଁ ଯୋଗ ସହିତ ପ୍ରତିଦିନ ସକାଳେ ବ୍ୟାୟାମ କରନ୍ତି । ଅକ୍ଷୟଙ୍କୁ ଫିଟନେଶ ଫ୍ରିକ୍‌ ବୋଲି କୁହାଯାଏ ଏବଂ ସେ ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରେରଣା ।

Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରଦର୍ଶନ ହେବ ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର

ଭୁବନେଶ୍ୱର,୨୨।୫(ଶର୍ମିଷ୍ଠା ପାଣିଗ୍ରାହୀ):କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବୁଧବାର ଓଡ଼ିଆ ଚଳଚ୍ଚିତ୍ର ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର ପ୍ରଦର୍ଶନ ହେବାକୁ ଯାଉଛି। ଅପରାହ୍ନ ୪ଟା ୧୫ରେ ଏହା ପ୍ରଦର୍ଶିତ...

‘ଆଏ ହାଏ, ଓଏ ହୋଏ..ବଦୋ ବଦି’ ଗାଇଥିବା ଗାୟକଜଣଙ୍କ କିଏ? ଯାହାଙ୍କୁ ମିଳିଥିଲା ୨୮ ବିବାହ ପ୍ରସ୍ତାବ, ସେଲିବ୍ରିଟିଙ୍କ ଭଳି ଯିଏ ବଦଳାଇଛନ୍ତି ନାମ…

ବମ୍ବେ: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରେ ଟ୍ରେଣ୍ଡ ପାଲଟିଛି ଏକ ଗୀତ ‘ଆଏ ହାଏ, ଓଏ ହୋଏ, ବଦୋ ବଦି…’। ପ୍ରାୟ ସମସ୍ତଙ୍କ ମୁହଁରେ ଏହି...

ଓଡିଶା ଆସୁଛନ୍ତି ରାମ, ଏହିଠି କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୧।୫: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା...

ଭୋଟ ଦେଉ ନ ଥିବା ଲୋକଙ୍କ ଟିକସ ବଢ଼ାଯାଉ: ପରେଶ ରାଓ୍ବଲ

ମୁମ୍ବାଇ: ମହାରାଷ୍ଟ୍ରର ୧୩ ଲୋକ ସଭା ଆସନରେ ସୋମବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ଗଣତନ୍ତ୍ରର ଏହି ମହାପର୍ବ ଅବସରରେ ମୁମ୍ବାଇରେ ଅନେକ ବଲିଉଡ୍‌ ସେଲିବ୍ରିଟି ନିଜ...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

ମା’ ହେଲେ ୟାମୀ ଗୌତମ

ବଲିଉଡ୍‌ ଅଭିନେତ୍ରୀ ୟାମୀ ଗୌତମ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ୟାମି ଏବଂ ତାଙ୍କ ସ୍ବାମୀ...

ମତଦାନ ସାବ୍ୟସ୍ତ କଲେ ଅକ୍ଷୟ କୁମାର, କହିଲେ…

ମୁମ୍ବାଇ,୨୦ା୫: ସୋମବାର ଆଠଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ୨୦୨୪ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ପଞ୍ଚମ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri