ଜିଏସ୍‌ଟି ହ୍ରାସ ସତ୍ତ୍ୱେ ୫, ୧୦, ୨୦ ଟଙ୍କିଆ ପ୍ୟାକେଟ୍‌ ସାମଗ୍ରୀ ମୂଲ୍ୟ କମିବ ନାହିଁ: ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩ା୯: ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ହ୍ରାସ ସତ୍ତ୍ୱେ ଲୋକପ୍ରିୟ କମ୍‌ ମୂଲ୍ୟରେ ଉପଲବ୍ଧ ପ୍ୟାକେଟ୍‌ ସାମଗ୍ରୀ ଯଥା ୫ ଟଙ୍କିଆ ବିସ୍କୁଟ୍‌, ୧୦ ଟଙ୍କିଆ ସାବୁନ୍‌ ଓ ୨୦ ଟଙ୍କିଆ ଟୁଥ୍‌ପେଷ୍ଟ ଦାମ୍‌ କମାଯାଇପାରିବ ନାହିଁ ବୋଲି ଉପଭୋକ୍ତା ସାମଗ୍ରୀ ପ୍ରସ୍ତୁତକାରୀ କମ୍ପାନୀଗୁଡ଼ିକ ଟ୍ୟାକ୍ସ ଅଫିସରଙ୍କୁ ଜଣାଇଛନ୍ତି। କାରଣ ଦୋକାନୀମାନେ ଏହି ଧାର୍ଯ୍ୟ ଦରକୁ ବ୍ୟବହାର କରିଆସୁଛନ୍ତି।

ଦରକୁ ୪, ୯ କିମ୍ବା ୧୮ ଟଙ୍କାକୁ କମାଇଲେ ଉପଭୋକ୍ତା ଦ୍ୱନ୍ଦ୍ୱରେ ପଡ଼ିବେ ଏବଂ କାରବାରରେ ସମସ୍ୟା ହେବ। ଏହା ବଦଳରେ ମୂଲ୍ୟ ସମାନ ରଖି ପ୍ୟାକେଟ୍‌ ଭିତରେ ପରିମାଣ ବଢ଼ାଇବାକୁ କମ୍ପାନୀଗୁଡ଼ିକ କେନ୍ଦ୍ରୀୟ ପରୋକ୍ଷ ଟିକସ୍‌ ଓ ସୀମାଶୁଳ୍କ ବୋର୍ଡ (ସିବିଆଇସି)କୁ କହିଛନ୍ତି। ଉଦାହରଣ ସ୍ବରୂପ ୨୦ ଟଙ୍କିଆ ବିସ୍କୁଟ୍‌ ପ୍ୟାକେଟ୍‌ରେ ପୂର୍ବାପେକ୍ଷା ଅଧିକ ଗ୍ରାମ୍‌ ବିସ୍କୁଟ୍‌ ସମାନ ମୂଲ୍ୟରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…

ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ…

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?