ନୱାଜ ସରିଫଙ୍କ ବିଜୟ ସତ୍ତ୍ୱେ ଇମ୍ରାନଙ୍କ ଦଳ ଆଗରେ

ଇସଲାମାବାଦ,୯।୨: ପାକିସ୍ତାନ ସାଧାରଣ ନିର୍ବାଚନ ଭୋଟ ଗଣତି ଶୁକ୍ରବାର ଚାଲିଛି। ସନ୍ଧ୍ୟା ସୁଦ୍ଧା ଫଳାଫଳ ଆସିବା ପରେ ସ୍ପଷ୍ଟ ହୋଇଯିବ କିଏ ଗଢିବ ନୂଆ ସରକାର । କାହାକୁ ମିଳିବ ସ୍ପଷ୍ଟ ବହୁମତ, କି ପାକିସ୍ତାନରେ ହେବ ଝୁଲା ସରକାର। ଅନ୍ୟପକ୍ଷେ ଆଗେଇ ଚାଲିଛି ଇମ୍ରାନ ଖାନଙ୍କ ଦଳ ପିଟିଆଇ। ଇମ୍ରାନ ଖାନଙ୍କ ଦଳ ପିଟିଆଇକୁ ଅବୈଧ ଘୋଷଣା କରାଯିବା ପରେ ସମସ୍ତ ପ୍ରାର୍ଥୀ ସ୍ବାଧୀନ ଭାବେ ନିବାଚନ ଲଢିଥିଲେ। ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପାର୍ଟି ପିଟିଆଇ ଆଗୁଆ ରହିଛି।

ଅନ୍ୟପକ୍ଷେ ନୱାଜ ସରିଫଙ୍କ ଦଳ ସର୍ବାଧିକ ସଂଖ୍ୟକ ଆସନ ଜିତିବ ବୋଲି ପୂର୍ବାନୁମାନ କରାଯାଉଥିଲା, କିନ୍ତୁ ବର୍ତ୍ତମାନର ଫଳାଫଳ ଅନୁସାରେ ଚିତ୍ର ଓଲଟା ହେବାରେ ଲାଗିଛି।

ସୂଚନାଯୋଗ୍ୟ, ପାକିସ୍ତାନ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟ ଅନୁସାରେ, ନୱାଜ ଶରିଫ ଲାହୋର ଆଶନରୁ ବିଜୟୀ ହୋଇଛନ୍ତି। ନୱାଜ ଶରିଫ ଜିତିଥିଲେ ମଧ୍ୟ ତାଙ୍କ ଦଳ ପାକିସ୍ତାନ ମୁସଲିମ ଲିଗ ଇମ୍ରାନ ଖାନ୍‌ଙ୍କ ସ୍ବାଧୀନ ଦଳଠାରୁ ପଛରେ ରହିଛି। ଭୋଟ ଗଣିତ ପରେ ଅନ୍ତିମ ଫଳାଫଳ କାହା ସପକ୍ଷରେ ଯାଉଛି ଏହା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତ

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

ଦାରିଙ୍ଗବାଡିରେ ଓଡ଼ିିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ: ବଦଳିବ ଦାରିଙ୍ଗବାଡି ପର୍ଯ୍ୟଟନର ମାନଚିତ୍ର 

ଦାରିଙ୍ଗବାଡି,୮।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri