କଟକଣା ସତ୍ତ୍ୱେ ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୨।୫: ଭୁବନେଶ୍ୱରରେ କିଛି ଦିନ ହେଲା ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାରରୁ ଉର୍ଦ୍ଧ୍ୱରେ ରହୁଛି। ବୁଧବାର ରାଜଧାନୀରୁ ୧୨୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୧୬୩ ଓ ସ୍ଥାନୀୟ ଅଞ୍ଚଳରୁ ୧୧୩୧ ଆକ୍ରାନ୍ତ ରହିଛନ୍ତି। ଭୁବନେଶ୍ୱରରୁ ୮୦୩ ସୁସ୍ଥ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ଏହି ସୂଚନା ଦିଆଯାଇଛି। ବିଏମସିର ସୂଚନା ମୁତାବକ, ନୟାପଲ୍ଲୀରୁ ସର୍ବାଧିକ ୬୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେହିପରି ପଟିଆରୁ ୫୭ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୪୬, ଜଗମୋନହନଗରରୁ ୪୪, ପୁରୁଣା ଭୁବନେଶ୍ୱରରୁ ୪୨, ରସୁଲଗଡ଼ ଏବଂ ଲୁଇସ୍‌ରୋଡରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି। ଚିନ୍ତାମଣିଶ୍ୱର, ମାଷ୍ଟରକ୍ୟାଣ୍ଟିନ ଓ ବରମୁଣ୍ଡାରୁ ୩୪ ଆକ୍ରାନ୍ତ ହୋଇଥିବା ବେଳେ ମଞ୍ଚେଶ୍ୱରରୁ ୩୨, ଝାରପଡ଼ା ଓ ସୁନ୍ଦରପଦାରୁ ୩୧, ଡୁମଡୁମାରୁ ୨୮, ଜୟଦେବ ବିହାରରୁ ୨୫, କଳ୍ପନାରୁ ୨୪ ପଜିଟିଭ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri