ପରାଜୟ ସତ୍ତ୍ୱେ ଏହି ରେକର୍ଡର ଅଧିକାରୀ ହେଲେ ଧୋନୀ

ଆବୁଧାବି, ୮।୧୦: ଆଇପିଏଲ୍‌ ୧୩ତମ ସିଜନରେ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ୧୦ ରନରେ ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏହି ମ୍ୟାଚ୍‌ରେ ବ୍ୟାଟିଂରେ କିଛି ଖାସ୍‌ କମାଲ କରିପାରି ନ ଥିଲେ। କିନ୍ତୁ ଉଇକେଟ୍‌କିପର ଭାବେ ଧୋନୀ ଏହି ମ୍ୟାଚ୍‌ରେ ଇତିହାସ ରଚିଛନ୍ତି। ଆଇପିଏଲ୍‌ ଇତିହାସରେ ସେ ସର୍ବାଧିକ କ୍ୟାଚ୍‌ ଧରିଥିବା ଉଇକେଟ୍‌କିପର ହେବାର ସୌଭାଗ୍ୟ ଲାଭ କରିଛନ୍ତି।
ଧୋନୀ ବର୍ତ୍ତମାନ ସୁଦ୍ଧା ୧୦୪ କ୍ୟାଚ୍‌ ଧରିଛନ୍ତି। କୋଲକାତା ବିପକ୍ଷ ମ୍ୟାଚ୍‌ରେ ସେ ସେହି ଦଳର ଅଧିନାୟକ ଦୀନେଶ କାର୍ତ୍ତିକଙ୍କ ନାମରେ ଥିବା ରେକର୍ଡକୁ ପଛକରେ ପକାଇ ଦେଇଛନ୍ତି। ଏହି ମ୍ୟାଚ୍‌ ପୂର୍ବରୁ ଉଇକେଟ୍‌କିପର ଭାବେ ଆଇପିଏଲ୍‌ରେ ସର୍ବାଧିକ କ୍ୟାଚ୍‌ ଧରିବା ରେକର୍ଡ କାର୍ତ୍ତିକ (୧୦୩ଟି)ଙ୍କ ନାମରେ ଥିଲା। ଆଇପିଏଲ୍‌ ଇତିହାସରେ କେବଳ ଧୋନୀ ଓ କାର୍ତ୍ତିକ ଉଇକେଟ୍‌କିପର ଭାବେ ୧୦୦ରୁ ଊର୍ଦ୍ଧ୍ୱ କ୍ୟାଚ୍‌ ଧରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?