ବଦଳି ସତ୍ତ୍ୱେ ଗାଦି ଛାଡୁନାହାନ୍ତି ଏବିଇଓ

ସେମିଳିଗୁଡ଼ା/ସୁନାବେଡ଼ା, ୧୯।୫(ସ୍ବ.ପ୍ର.): ଅନ୍ୟତ୍ର ବଦଳି ସତ୍ତ୍ୱେ ସେମିଳିଗୁଡ଼ା ଏବିଇଓ ଜସନ ବେନିଆ ଗାଦି ଛାଡୁନାହାନ୍ତି। ମାସେ ହେଲାଣି ସେ ବଦଳି ସ୍ଥାନକୁ ନ ଯାଇ ଏଠାରେ ଅଛନ୍ତି। ତାଙ୍କର ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌କୁ ୨୦ା୪ା୨୨ରେ ବଦଳି ହୋଇଛି। ୧୯୯୧ରେ ସେମିଳିଗୁଡ଼ା ବ୍ଲକ ସୋରିଷପଦର ଅଞ୍ଚଳର ଏକ ବିଦ୍ୟାଳୟରେ ଶିକ୍ଷାକର୍ମୀ ଭାବେ ଚାକିରି ଜୀବନ ଆରମ୍ଭ କରିଥିବା ବେନିଆ ୨୦୧୩ରେ ଏବିଇଓ ରୂପେ ପଦୋନ୍ନତି ପାଇଥିଲେ। ଏକକାଳୀନ ୫୬ ଜଣ ଏବିଇଓଙ୍କ ବଦଳି ହୋଇଥିଲା। ସେଥିରେ ୨୫ ନମ୍ବରରେ ବେନିଆଙ୍କ ନାମ ରହିଥିଲା। ସେ ବଦଳି ଜାଗାକୁ ନ ଯିବା ନେଇ ପଚାରିବାକୁ ଜିଲା ଶିକ୍ଷା ଅଧିକାରୀ ରାମଚନ୍ଦ୍ର ନାହାକଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ସେ ଫୋନ୍‌ କାଟି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?