ଚେତାବନୀ ସତ୍ତ୍ୱେ ସୁଧୁରୁନି ଉତ୍ତର କୋରିଆ

ସିଓଲ,୨୨ା୩: ବୁଧବାର ଉତ୍ତର କୋରିଆ ଏହାର ପୂର୍ବ ଉପକୂଳରୁ ଅନେକ କ୍ରୁଜ କ୍ଷେପଣାସ୍ତ୍ର ନିକ୍ଷେପ କରିଥିବା ଦକ୍ଷିଣ କୋରିଆ ସେନା ସୂଚନା ଦେଇଛନ୍ତି। ଚେତାବନୀ ସତ୍ତ୍ୱେ ଉତ୍ତର କୋରିଆ କ୍ରମାଗତ ଭାବରେ କ୍ଷେପଣାସ୍ତ୍ର ପରୀକ୍ଷା ଜାରି ରଖିଛି। ଦକ୍ଷିଣ କୋରିଆ ଏବଂ ଆମେରିକା ମଧ୍ୟରେ ସାମରିକ ଅଭ୍ୟାସକୁ ଦୃଷ୍ଟିରେ ରଖି ଏହି କ୍ଷେପଣାସ୍ତ୍ର ପରୀକ୍ଷା କରିଥିବା କୁହାଯାଉଛି।

ଦକ୍ଷିଣ କୋରିଆର ଯୁଗ୍ମ କର୍ମଚାରୀ (ଜେସିଏସ୍‌) କହିଛନ୍ତି, ଉତ୍ତର କୋରିଆ ବୁଧବାର ସ୍ଥାନୀୟ ସମୟ ପ୍ରାୟ ୧୦ଟା ୧୫ ମିନିଟ୍‌ରେ ଏହାର ଦକ୍ଷିଣ ହାମଗୋଙ୍ଗ ପ୍ରଦେଶରୁ ଏହି କ୍ଷେପଣାସ୍ତ୍ରଗୁଡିକୁ ନିକ୍ଷେପ କରିଥିଲା। ତେବେ କେତେ କ୍ଷେପଣାସ୍ତ୍ର ପରୀକ୍ଷା କରାଯାଇଥିଲା ଏବଂ କେଉଁ ପ୍ରକାରର କ୍ଷେପଣାସ୍ତ୍ର ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

ଭୂକମ୍ପ ଭଗ୍ନାବଶେଷ ଭିତରୁ ୭ ଦିନ ପରେ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାରକାସ୍‌,୩।୭: ଭେନେଜୁଏଲାରେ ଦୁଇଟି ଭୂକମ୍ପ ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ ବଞ୍ଚିବାର ଏକ ଉଲ୍ଲେଖନୀୟ କାହାଣୀ ସାମ୍ନାକୁ ଆସିଛି। ପ୍ରାୟ ୭ ଦିନ ଧରି ଏକ ଶପିଂ…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri