Posted inଖେଳ

ଜିତିବା ସତ୍ତ୍ୱେ ବି ରାଗିଗଲେ ରୋହିତ ଶର୍ମା: କହିଦେଲେ ଏମିତି କଥା

କେପଟାଉନ,୫।୧: କେପଟାଉନରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତ ୭ ଉଇକେଟରେ ଭାରତକୁ ପରାସ୍ତ କରିଛି। ଏହି ଟେଷ୍ଟ ମ୍ୟାଚ ଦେଢ ଦିନରେ ଶେଷ ହୋଇଥିଲା। ଏହି ମ୍ୟାଚ୍‌ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ଛୋଟ ମ୍ୟାଚ୍‌ ମ୍ୟାଚ ଥିଲା। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ମାତ୍ର ୬୪୨ ବଲରେ ଶେଷ ହୋଇଥିଲା। ଏହି ମ୍ୟାଚ ପରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ପିଚ ସମ୍ପର୍କରେ ଆଇସିସି ମ୍ୟାଚ ରେଫରିଙ୍କୁ ଟାର୍ଗେଟ କରିଛନ୍ତି। ମ୍ୟାଚ ପରେ ଭାରତୀୟ ଅଧିନାୟକ କହିଛନ୍ତି ଯେ, ତାଙ୍କର ଏପରି ପିଚ ଖେଳିବାରେ ତାଙ୍କର କୌଣସି ଅସୁବିଧା ନାହିଁ, କିନ୍ତୁ ଭାରତରେ ଯେତେବେଳେ ବଲ ପ୍ରଥମ ଦିନରେ ଟର୍ନ ହୁଏ, ସେତେବେଳେ ଲୋକମାନେ ଅଭିଯୋଗ କରିବା ଉଚିତ୍‌ ନୁହେଁ।
ମ୍ୟାଚ ପରେ ସାମ୍ବାଦିକ ସମ୍ମିଳନୀରେ ଏକ ପ୍ରଶ୍ନର ଉତ୍ତରରେ ରୋହିତ ଶର୍ମା କହିଛନ୍ତି, ଏହି ଟେଷ୍ଟରେ କ’ଣ ଘଟିଛି ଏବଂ ପିଚ କିପରି ଖେଳୁଛି ଆମେ ସମସ୍ତେ ଦେଖିଛୁ। ସତ କହିବାକୁ ଗଲେ ଏଭଳି ପଚ୍‌ରେ ଖେଳିବାକୁ ମୋର କୌଣସି ଆପତ୍ତି ନାହିଁ। କିନ୍ତୁ ଯେପର୍ଯ୍ୟନ୍ତ ସମସ୍ତେ ଭାରତ ଆସିବେ ସେତେବେଳେ ମୁହଁ ବନ୍ଦ କରି ରଖିବେ। ଦକ୍ଷିଣ ଆଫ୍ରିକାରେ ଟେଷ୍ଟ ଉଇକେଟ୍‌ ସବୁଠୁ ଭଲ ବୋଲି କୁହାଯାଏ କିନ୍ତୁ ଆମେ ଯାହାଘଟିଲା ତାହା ଦେଖିଲେ। ଭାରତରେ ପ୍ରଥମ ଦିନରେ ପିଚ ଟର୍ନ ଆରମ୍ଭ କଲେ ସମସ୍ତେ ଧୂଳି ଉଡିଲା ବୋଲି ଜପ କରନ୍ତି। ତାହା କରିବା ଉଚିତ୍‌ ନୁହେଁ।
ରୋହିତ କହିଛନ୍ତି, ଯଦି ବଲ ପ୍ରଥମ ବଲରୁ ସିମ ହୁଏ ତେବେ ଏହା ଠିକ କିନ୍ତୁ ଯଦି ବଲ ଟର୍ନ ଆରମ୍ଭ ହୁଏ ତେବେ ସେମାନେ ଏହାକୁ ପସନ୍ଦ କରନ୍ତି ନାହିଁ ଏହା ସମ୍ପୂର୍ଣ୍ଣ ଭୁଲ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri