ବିନାଶକାରୀ ଅବସ୍ଥା, ବଢୁଛି ମୃତକଙ୍କ ସଂଖ୍ୟା-କମୁଛି ଜନ୍ମ ହାର…

ଓ୍ବାଶିଂଟନ,୨୦।୯: ଆମେରିକାର ଆଲବାମା ରାଜ୍ୟରେ ବିନାଶକାରୀ ଅବସ୍ଥା ସୃଷ୍ଟି ହୋଇଛି। ଏଠାରେ ମୃତକଙ୍କ ସଂଖ୍ୟା ବଢୁଥିବାବେଳେ ଜନ୍ମ ହାର କମିବାରେ ଲାଗିଛି। ଫଳରେ ଜନ୍ମ ଏବଂ ମୃତ୍ୟୁ ମଧ୍ୟରେ ଥିବା ଅନ୍ତର କମୁଛି। ଏହାକୁ ନେଇ ସ୍ଥାନୀୟ ପ୍ରଶାସନ ସହିତ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସରକାରଙ୍କ ଚିନ୍ତା ବୃଦ୍ଧି ପାଇଛି। ଆଲବାମା ରାଜ୍ୟ ଭଳି ସ୍ଥିତି ଧୀରେଧୀରେ ଦେଶର ଅନ୍ୟ ରାଜ୍ୟରେ ସୃଷ୍ଟି ହେବାର ଆଶଙ୍କା ରହିଥିବାରୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି।

ଆଲବାମା ରାଜ୍ୟର ସ୍ବାସ୍ଥ୍ୟ ଅଧିକାରୀ ଡ. ସ୍କଟ୍‌ ହାରିସ୍‌ଙ୍କ ଅନୁସାରେ ୨୦୨୦ରେ ରାଜ୍ୟରେ ୬୪,୭୧୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହି ସମୟରେ ୫୭,୬୧୪ ଜଣ ଶିଶୁଙ୍କର ଜନ୍ମ ହୋଇଛି। କରୋନା ମହାମାରୀ ଯୋଗୁ ଜନ୍ମ ହାର କମିବା ସହିତ ମୃତକଙ୍କ ସଂଖ୍ୟା ବଢ଼ିଥିବା ହାରିସ୍‌ କହିଛନ୍ତି।

ନ୍ୟୁ ହେମ୍ପଶାୟର ବିଶ୍ୱ ବିଦ୍ୟାଳୟ ପକ୍ଷରୁ ହୋଇଥିବା ସର୍ଭେ ଅନୁସାରେ ଆମେରିକାର ୫୦ ପ୍ରତିଶତରୁ ଅଧିକ ରାଜ୍ୟରେ ଆଲବାମା ଭଳି ସ୍ଥିତି ସୃଷ୍ଟି ହୋଇଛି। ୨୦୧୯ରେ ଦେଶର ୫୦ ରାଜ୍ୟରୁ କେବଳ ୫ଟିରେ ଏଭଳି ସ୍ଥିତି ଦେଖାଦେଇଥିଲା। ମାତ୍ର ଏବେ ଏହା ଧୀରେଧୀରେ ବଢ଼ିବାରେ ଲାଗିଛି। ଏହା ବାଇଡେନ୍‌ ସରକାରଙ୍କ ମାନବ ସମ୍ବଳ ମନ୍ତ୍ରଣାଳୟ ପାଇଁ ମୁଖ୍ୟ ଚିନ୍ତାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ପୂରଣ ହେଲା ୨୫୦ଦିନ

ମସ୍କୋ/କ୍ୱିଭ,୧ ।୧୧: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ୨୫୦ଦିନ ପୂରଣ କରିଛି । ହେଲେ ଏବେବି ଏହା ଥମିବା ପରିବର୍ତ୍ତେ ବେଳକୁ ବେଳ ବଢିବାରେ...

ନବଜାତ ଶିଶୁକନ୍ୟାକୁ ସମୁଦ୍ରରେ ଫିଙ୍ଗି ଦେଇଥିଲେ ମହିଳା, ହୋଇପାରେ ମୃତ୍ୟୁଦଣ୍ଡ

ନ୍ୟୁୟର୍କ,୧୭ା୧୨: ୨୦୧୮ରେ ଆମେରିକାର ଜଣେ ଭାରତୀୟ ବଂଶୋଭବ ମହିଳା ନିଜର ନବଜାତ ଶିଶୁକନ୍ୟାକୁ ଫ୍ଲୋରିଡାର ସମୁଦ୍ରରେ ଫିଙ୍ଗି ଦେଇଥିଲେ। ଯେଉଁଥିପାଇଁ ଶିଶୁକନ୍ୟାର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ...

ଏଲ୍‌ଏସିରେ ଚାଇନା ୬୦ ହଜାରରୁ ଅଧିକ ସୈନ୍ୟ ମୁତୟନ କରିଛି: ପୋମ୍ପିଓ

ଓ୍ବାଶିଂଟନ, ୧୦।୧୦: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ପକ୍ଷରୁ ଚାଇନା ଟାର୍ଗେଟ୍‌ କରାଯାଇଛି। ଆମେରିକା ସେକ୍ରେଟାରୀ ଅଫ୍‌ ଷ୍ଟେଟ୍‌...

ମତେ ୧୦ ବର୍ଷ ଜେଲରେ ରଖିବାକୁ ଚାହୁଁଛନ୍ତି ପାକିସ୍ତାନୀ ସୈନ୍ୟ: ଇମ୍ରାନ…

ଇସଲାମାବାଦ,୧୫।୫ : ଦେଶଦ୍ରୋହ ଅଭିଯୋଗରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ପାକିସ୍ତାନୀ ସୈନ୍ୟବିଭାଗ ୧୦ ବର୍ଷ ଜେଲରେ ରଖିବାକୁ ଚାହୁଁଛନ୍ତି । ସୋମବାର ସେ...

ବ୍ରାକ୍‌ଜିଟ ରାଜିନାମାକୁ ନେଇ ମୁଣ୍ଡ ନୁଅଁ।ଇଲେ ବ୍ରିଟେନ ପ୍ରଧାନମନ୍ତ୍ରୀ: ଦଳରୁ ଇସ୍ତଫା ଦେବେ ଥେରେସା

ଲଣ୍ଡନ,୨୪।୫: ବ୍ରିଟେନ ପ୍ରଧାନମନ୍ତ୍ରୀ ଥେରେସା ମେ’ ନିଜ କଂଜରଭେଟିଭ ଦଳରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିବା ନେଇ ଶୁକ୍ରବାର ଘୋଷଣା କରିଛନ୍ତି। ଘୋଷଣା ଅନୁସାରେ ଜୁନ...

ବିଶ୍ୱର ଏପରି ୫ଟି ସ୍ଥାନ, ଯେଉଁଠି ହୁଏନି ରାତି

ବିଶ୍ୱରେ ଅନେକ ଅଦ୍ଭୁତ ସ୍ଥାନ ରହିଛି, ଯାହାକୁ ବିଶ୍ୱାସ କରି ପାରିବା କଷ୍ଟକର ହୁଏ। କିନ୍ତୁ ସତ୍ୟ କଣ ଜାଣିବା ପରେ ଆଶ୍ଚର୍ଯ୍ୟ ମଧ୍ୟ ଲାଗେ।...

ଆମେରିକା ଯାତ୍ରା କରିପାରିବେ ବିଦେଶୀ…

ଓ୍ବାଶିଂଟନ,୧୩।୧୦: ଏବେ ବିଦେଶୀ ଯାତ୍ରୀ ଆମେରିକା ଯାତ୍ରା କରିପାରିବେ। ୧୯ ମାସ ପରେ ଆମେରିକା କରୋନା ଯୋଗୁ ଜାରି ହୋଇଥିବା କଟକଣାକୁ କୋହଳ କରିଛି। କରୋନା...

ଭାରତର ଏହି ଶତ୍ରୁ ଦେଶରେ ରହିଛି ଦେବୀ ଶକ୍ତିପୀଠ, ହିନ୍ଦୁ ସହିତ ମୁସ୍‌ଲିମ ବି କରନ୍ତି ପୂଜା

ଇସ୍‌ଲାମାବାଦ,୨୪ା୧୦: ଚଳିତବର୍ଷ କରୋନା ମହାମାରୀ ପୂଜାପାର୍ବଣ ଉପରେ ପ୍ରଭାବ ପକାଇଛି। ତେଣୁ ପାର୍ବଣ ଫିକା ପଡ଼ିଛି। ମାତ୍ର ଲୋକଙ୍କ ମନରୁ ଭକ୍ତିଭାବ ଦୂରେଇ ନାହିଁ। ଲୋକେ...

Advertisement
Archives

Model This Week