Posted inଖେଳ

ଆଜି ଭାରତ-ହଂକଂ ଲଢ଼େଇ: ଜାଣନ୍ତୁ କେବେ,କେଉଁଠି ଆଉ କେତେବେଳେ ଦେଖିବେ ମ୍ୟାଚ୍‌…

ଦୁବାଇ,୩୧।୮: ଏସିଆ କପ୍‌ ଟି୨୦ ଟୁର୍ନାମେଣ୍ଟର ଚତୁର୍ଥ ମୁକାବିଲା ବୁଧବାର ଖେଳାଯିବ। ଏଥିରେ ହଂକଂକୁ ଭେଟିବ ଭାରତ। ଟୁର୍ନାମେଣ୍ଟରେ ଏହା ଭାରତର ଦ୍ୱିତୀୟ ମ୍ୟାଚ୍‌ ହୋଇଥିବା ବେଳେ ହଂକଂ ପ୍ରଥମ ମୁକାବିଲା ଖେଳିବ। ଭାରତ ପାଇଁ ଏହି ମୁକାବିଲାଟି ଏକ ନେଟ୍‌ ସେସନ ପରି ହିଁ ରହିବ। ତେବେ ଆସନ୍ତୁ ଜାଣିବା ଏହି ମ୍ୟାଚ୍‌ର ଲାଇଭ୍‌ ପ୍ରସାରଣ ଆପଣ କେବେ, କେଉଁଠି ଆଉ କିଭଳି ଦେଖିପାରିବେ।

-ଭାରତ-ହଂକଂ ମଧ୍ୟରେ ଏସିଆ କପ୍‌ ଟି୨୦ ମ୍ୟାଚ୍‌ କେବେ ଖେଳାଯିବ?
ଉ-୩୧ ଅଗଷ୍ଟ ବୁଧବାର ମ୍ୟାଚ୍‌ ଖେଳାଯିବ।

-ଭାରତ ଏବଂ ହଂକଂ ମଧ୍ୟରେ ଟି୨୦ ମ୍ୟାଚ୍‌ କେଉଁଠି ଖେଲାଯିବ?
ଉ-ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ।

-ଭାରତୀୟ ସମୟାନୁସାରେ କେତେବେଳେ ମ୍ୟାଚ୍‌ ଆରମ୍ଭ ହେବ?
ଉ-ସନ୍ଧ୍ୟା ୭.୩୦ରେ ମ୍ୟାଚ୍‌ ଆରମ୍ଭ ହେବ। ଏହାର ଅଧା ଘଣ୍ଟା ଆଗରୁ ଟସ୍‌ ପନିବ।

-କେଉଁ ଚ୍ୟାନେଲରେ ସିଧା ପ୍ରସାରଣ ଦେଖିବାକୁ ମିଳିବ?
ଉ-ଭାରତରେ ଷ୍ଟାର ସ୍ପୋଟ୍ସର ବିଭିନ୍ନ ଚ୍ୟାନେଲରେ ଏହାର ଲାଇଭ ପ୍ରସାରଣ ଦେଖିବାକୁ ମିଳିବ।

-ଅନ୍‌ଲାଇନ୍‌ ଲାଇଭ୍‌ ଷ୍ଟ୍ରିମିଂ କେଉଁଠି ଦେଖଇପାରିବେ?
ଉ-ଡିଜନୀ+ହଟ୍‌ଷ୍ଟାର ଆପ୍‌ରେ ଏହାକୁ ପ୍ରଶଂସକ ଦେଖିପାରିବେ। ଏହାଛଡ଼ା ଗୁଗଲରୁ ସ୍କୋର ମଧ୍ୟ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ଆଜି ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ବର୍ଷା ବିଗାଡ଼ି ପାରେ ମ୍ୟାଚ୍‌

ଗୌହାଟି,୩୦।୩: ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ସୋମବାର IPL 2026ରେ ସେମାନଙ୍କ ଅଭିଯାନ ଆରମ୍ଭ କରିବେ। ଏହି ମୁକାବିଲା ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri