Posted inଫୁରସତ

ଜେଲ ନୁହେଁ ନର୍କ! ଆମେରିକାର ଏହି ଜେଲ୍‌କୁ ଯିବାକୁ ଭୟ କରନ୍ତି କଏଦୀ, ମିଳେ କଳାପାଣିଠାରୁ ଅଧିକ ଦଣ୍ଡ

ଦୁନିଆରେ ଏଭଳି କିଛି ଜେଲ ଅଛି, ଯାହାର କାହାଣୀ ଶୁଣିଲେ ଆପଣଙ୍କ ଲୋମ ଟାଙ୍କୁରୀ ଉଠିବ। ସେଥିରୁ ଗୋଟିଏ ଜେଲ ଆମେରିକା କ୍ୟୁବାର ଗ୍ବାନ୍ତାନାମୋ ବେରେ ନିର୍ମାଣ କରିଛି। ଏଠାରେ ବିନା ଶୁଣାଣୀରେ ଦୀର୍ଘଦିନ ଧରି କୁଖ୍ୟାତ ଅପରାଧୀଙ୍କୁ ରଖାଯାଇଥାଏ। ଏହି ଜେଲକୁ ଆତଙ୍କବାଦର ସନ୍ଦିଗ୍ଧ ଏବଂ ଅବୈଧ ଶତ୍ରୁଙ୍କୁ ରଖିବାକୁ ନିର୍ମାଣ କରାଯାଇଛି, ଯାହାଙ୍କୁ ଦୀର୍ଘଦିନ ଯାଏ ଦଣ୍ଡ ଦିଆଯାଏ। କଏଦୀମାନଙ୍କୁ ଦଣ୍ଡସ୍ବରୂପ ଶୋଇବାକୁ ଦିଆଯାଏ ନାହିଁ। ଗୋଟିଏ ଛୋଟିଆ କୋଠରୀରେ ରଖାଯାଏ।

କ୍ୟୁବାରେ ଥିବା ଆମେରିକାର ବେସର ସ୍ଥାପନା ୧୯୦୩ରେ ହୋଇଥିଲା। ହେଲେ ଜେଲକୁ ୯/୧୧ ଆକ୍ରମଣ ପରେ ନିର୍ମାଣ କରାଯାଇଥିଲା। ସେବେଠାରୁ ଆତଙ୍କବାଦ ସହ ଜଡ଼ିତ ଲୋକଙ୍କୁ ଏଠାରେ ରଖାଯାଉଛି। ଏକଦା କଏଦୀମାନେ ଦଣ୍ଡ ସହି ନପାରି ବିରୋଧ କରିବାକୁ ନିଷ୍ପତ୍ତି ନେଇଥିଲେ। ସେମାନେ ଅନଶନ କରିବା ପରେ ତାଙ୍କୁ ଜବରଦସ୍ତ ଭାବେ ପାଇପ ଯୋଗେ ଖାଦ୍ୟ ଖୁଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଟିପତି ସଫେଇ କର୍ମଚାରୀ

ଲଣ୍ଡନ: ବ୍ରିଟେନ୍‌ର କାର୍ଲିସ୍ଲେରେ ରହୁଥିବା ଜେମ୍ସ କ୍ଲାର୍କସନ(୨୦) ୭.୫ ମିଲିୟନ ପାଉଣ୍ଡ (ପ୍ରାୟ ୮୦ କୋଟି ଟଙ୍କା)ର ଲଟେରି ଜ୍ୟାକ୍‌ପଟ ଜିତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।...

ଚା’ର ମିଠା ଅନୁଯାୟୀ ଏଠାରେ ପକ୍କା ହୁଏ ବିବାହ, ଚିନିରୁ ହୁଏ ଆଫ୍ରୁଭାଲ, ଜାଣନ୍ତୁ କେଉଁଠି

ଭାରତୀୟଙ୍କ ଦିନଟି ସାଧାରଣତଃ ଚା’କପ୍‌ ସହ ଆରମ୍ଭ ହୁଏ। କେବଳ ଏତିକି ନୁହେଁ, ଯଦି କୌଣସି ଦିନ ଚା ଉପଲବ୍ଧ ନହୁଏ, ତେବେ ସେହି ଦିନଟି...

ବାବା ଭେଙ୍ଗା ମହିଳା ନା ପୁରୁଷ ଥିଲେ, ସତ ଜାଣିଲେ ଉଡିବ ହୋସ

ଆପଣ କେବେ ନା କେବେ ବାବା ଭେଙ୍ଗା ଏବଂ ତାଙ୍କର ଭବିଷ୍ୟବାଣୀ ବିଷୟରେ ଶୁଣିଥିବ। ସେ ବିଶ୍ୱ ବିଷୟରେ କରିଥିବା ଅଧିକାଂଶ ଭବିଷ୍ୟବାଣୀ ସତ ସାବ୍ୟସ୍ତ...

‘ଦେଶର ସୁରକ୍ଷାରେ ଏନ୍‌ଡିଆର୍‌ଏଫ୍‌ ଟିମ୍‌ର ଅବଦାନ ଅତୁଳନୀୟ’

ପ୍ରତିବର୍ଷ ଜାନୁଆରୀ ୧୯ରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଏନ୍‌ଡିଆର୍‌ଏଫ୍‌) ପ୍ରତିଷ୍ଠା ଦିବସ ପାଳନ କରାଯାଏ। ୨୦୦୬ରେ ଏହି ବାହିନୀ ଗଠନ ହେବା ପରଠାରୁ କର୍ମଚାରୀମାନେ...

ବାପାଙ୍କ ବନ୍ଧୁଙ୍କ ସହ ଡେଟିଂ

ଓ୍ବାଶିଂଟନ: ଆମେରିକୀୟ କଣ୍ଟେଣ୍ଟ୍‌ କ୍ରିଏଟର ମେଗାନ ଡେଲ୍‌ ରେ ଏବେ ତାଙ୍କ ଅଜବ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ତାଙ୍କ ବାପାଙ୍କ ବନ୍ଧୁଙ୍କ...

ଶ୍ୱଶୁର ଘରେ ନିଆରା ଚର୍ଚ୍ଚା: ଭାବୀ ଜ୍ୱାଇଁଙ୍କୁ ପରଷା ଗଲା ୭୬ ପ୍ରକାର ବ୍ୟଞ୍ଜନ

ରାୟଗଡ଼ା,୧୭।୧ (ଆଶିଷରଞ୍ଜନ ପଣ୍ଡା): ତେଲୁଗୁ ସମ୍ପ୍ରଦାୟର ମୁଖ୍ୟ ପର୍ବ ପୋଙ୍ଗଲରେ ରାୟଗଡ଼ା ସହରର ଏକ ପରିବାର ନିଜର ଭାବୀ ଜ୍ୱାଇଁଙ୍କୁ ନିମନ୍ତ୍ରଣକରି ଭୋଜନରେ ୭୬ ପ୍ରକାର...

କେବେ ଏବଂ କେଉଁଠାରୁ ଫୁଲକୋବି ଭାରତ ଆସିଛି, ଜାଣନ୍ତି କି? ଏବେ ଏହି ରାଜ୍ୟ…

ପନିପରିବା ମଧ୍ୟରେ ପସନ୍ଦର କୋବି ହେଉଛି ‘ଫୁଲକୋବି’। ଶୀତଦିନେ ଏହା ବହୁଳ ଭାବେ ଉତ୍ପାଦନ କରାଯାଏ। କୋବିର ତରକାରୀ ହେଉ ଅବା ଚିଲି, ଖାଇବାକୁ ଅନେକେ...

କାଉ କେତେ ବର୍ଷ ବଞ୍ଚିଥାଏ? ଉତ୍ତର ଜାଣିଲେ ଚମକି ପଡ଼ିବେ…

ସବୁଠାରୁ ଚାଲାକ ପକ୍ଷୀଙ୍କ କଥା ଉଠିଲେ କାଉର ନାଁ ମନକୁ ଆସିଥାଏ। କାଉ ବାସ୍ତବରେ ବେଶ ଚାଲାକ। ଏହାକୁ ନେଇ ଅନେକ କାହାଣୀ ଲୋକପ୍ରିୟ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri