Posted inଫୁରସତ

ନିଷ୍ଠା ମହିଳାଙ୍କୁ ଅଗ୍ରଗାମୀ କରାଇଛି

ମୁଁ ଯେତେବେଳେ ଓୟୁଏଟିରେ ପଢ଼ୁଥିଲି ସେତେବେଳେ ପୁଅ ପିଲାଙ୍କ ସଂଖ୍ୟା ଅଧିକ ଥିଲା। କିନ୍ତୁ ଏବେ ସମୟ ବଦଳି ଯାଇଛି। ବର୍ତ୍ତମାନ ଏଠାରେ ଯଦି ଏକ ଆକଳନ କରାଯାଏ ତେବେ ପାଖାପାଖି ୬୦ ପ୍ରତିଶତ ଝିଅ ପିଲା ପଢ଼ୁଛନ୍ତି। କେବଳ ଏତିକି ନୁହେଁ, ଏମାନଙ୍କ ମଧ୍ୟରୁ ପ୍ରାୟ ୭୦ ପ୍ରତିଶତ କୃଷି ଏବଂ ବିଜ୍ଞାନ କ୍ଷେତ୍ରରେ ଚାକିରି କରୁଛନ୍ତି। ପ୍ରକୃତପକ୍ଷେ ଏବେ ମହିଳାମାନଙ୍କର ନିଷ୍ଠା ଓ ଆଗ୍ରହ ସେମାନଙ୍କୁ ଅଗ୍ରଗାମୀ କରାଇଛି। ବିଭିନ୍ନ କ୍ଷେତ୍ରରେ ସେମାନେ ନିଜର ପାରଦର୍ଶିତା ପ୍ରଦର୍ଶିତ କରିଚାଲିଛନ୍ତି। ତେଣୁ ସେମାନେ ନିଜ ସ୍ବପ୍ନକୁ ସାକାର ଲାଗି ମନୋବଳକୁ ଦୃଢ଼ କରିବା ଦରକାର। ବର୍ତ୍ତମାନ ବିଜ୍ଞାନ ବେଶ୍‌ ଉନ୍ନତି କରିଛି। ଅନେକ ମହିଳା ବୈଜ୍ଞାନିକ ଗବେଷଣା କ୍ଷେତ୍ରରେ ଉଦାହରଣ ସାଜିଲେଣି। ତେଣୁ ଅନ୍ତର୍ଜାତୀୟ ମହିଳା ଏବଂ ବାଳିକା ବିଜ୍ଞାନ ଦିବସର ତାତ୍ପର୍ଯ୍ୟ ବୁଝିପାରିଲେ ବିଜ୍ଞାନ କ୍ଷେତ୍ରରେ ଆହୁରି ଅଧିକ ସଂଖ୍ୟାରେ ସାମିଲ ହୋଇ ନିଜ ପରାକାଷ୍ଠା ପ୍ରତିପାଦିତ କରାଇପାରିବେ।
-ଡ. ଅନୁପମା ବଳିୟାରସିଂ
ପ୍ରଫେସର, ଆଗ୍ରୋନୋମି ବିଭାଗ, କଲେଜ ଅଫ୍‌ ଏଗ୍ରିକଲଚର,
ଓୟୁଏଟି, ଭୁବନେଶ୍ୱର


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଯୁଦ୍ଧ ଭିତରେ ଭାରତ ବଢାଇଲା ସାହାଯ୍ୟର ହାତ, ଏହି ଦେଶକୁ ଦେଲା ୩୮ହଜାର ମେଟ୍ରିକ ଟନର ପେଟ୍ରୋଲ

ନୂଆଦିଲ୍ଲୀ,୨୯।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ଏବଂ ଫଳସୱରୂପ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ମଧ୍ୟରେ, ଭାରତ…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

ଶେଷ ହେବ ଯୁଦ୍ଧ! ନିଜ ଦେଶ ସହ ୟୁରୋପରେ ଇରାନ ଯୁଦ୍ଧକୁ ନେଇ ଟ୍ରମ୍ପଙ୍କୁ କରାଗଲାଣି ଘୋର ବିରୋଧ

ଓ୍ବାଶିଂଟନ,୨୯।୩: ଗତ ୩୦ ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଚାଲିଛି। ସମଗ୍ର ମଧ୍ୟପ୍ରାଚ୍ୟ ଯୁଦ୍ଧରେ ବୁଡ଼ି ରହିଛି। ସାରା ବିଶ୍ୱରେ ଉତ୍ତେଜନାର ବାତାବରଣ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri