କରୋନାରେ ନାଟ୍ୟକାର ବଟରାଜ ଦେବ ଗୋସ୍ବାମୀ ଓ ସ୍ତ୍ରୀଙ୍କ ଦେହାନ୍ତ

ପୁରୀ ଅଫିସ, ୧୮ା୪: ସୁପରିଚିତ ନାଟ୍ୟକାର, ଅଭିନେତା ତଥା ନିର୍ଦ୍ଦେଶକ ବଟରାଜ ଦେବ ଗୋସ୍ବାମୀ ଓ ତାଙ୍କ ସହଧର୍ମିଣୀ ରାଧାମଣି ଗୋସ୍ବାମୀଙ୍କର ଶନିବାର କରୋନାରେ ଜୀବନ ଯାଇଛି। ମୃତ୍ୟୁବେଳକୁ ବଟରାଜଙ୍କୁ ୭୩ବର୍ଷ ବୟସ ହୋଇଥିଲା। ଏହି ଦମ୍ପତି କରୋନାରେ ଆକ୍ରାନ୍ତ ହେବା ପରେ କୋଲକାତାସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

ମସିହା ଅଗଷ୍ଟ ମାସରେ ପୁରୀ ସହରର ମରିଚିକୋଟ ଲେନ୍‌ସ୍ଥିତ ଗୋସ୍ବାମୀ ଭବନରେ ବଟରାଜ ଦେବ ଗୋସ୍ବାମୀ ଜନ୍ମ ଗ୍ରହଣ କରିଥିଲେ। ତାଙ୍କର ୩ ସନ୍ତାନ ଅଛନ୍ତି। ସେ ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ମଞ୍ଚ ନାଟକରେ ଅଭିନୟ କରିବା ସହ ନିର୍ଦ୍ଦେଶନା ଦେଇଥିଲେ। ତାଙ୍କ ପରଲୋକ ନାଟ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଅଭିନନ୍ଦନିକାର ସମ୍ପାଦକ ଶ୍ୟାମ ପ୍ରକାଶ ସେନାପତି କହିଛନ୍ତି। ସେହିପରି ଅନେକ କଳାପ୍ରେମୀ ମଧ୍ୟ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ତାଙ୍କର ଏକମାତ୍ର ପୁଅ ଶମ୍ଭୁନାଥ ଉଭୟ ମାତା ଓ ପିତାଙ୍କର ଶେଷକୃତ୍ୟ ସମ୍ପନ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଗ୍‌ବଜାର ପକ୍ଷରୁ ପ୍ଲାଷ୍ଟିକ ସଚେତନତା: ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ ଆରମ୍ଭ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଫ୍ୟୁଚର ଗ୍ରୁପର ରିଟେଲ ଚେନ୍‌ ବିଗ୍‌ବଜାର ପକ୍ଷରୁ ଭୁବନେଶ୍ୱରରେ ପ୍ଲାଷ୍ଟିକ ସଚେତନତା କାର୍ଯ୍ୟକ୍ରମ ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ଆରମ୍ଭ ହୋଇଛି। ୟୁନାଇଟେଡ ନେଶନ୍ସ ଡେଭଲପମେଣ୍ଟ ପ୍ରୋଗ୍ରାମ...

ଗୋଠ ଛାଡ଼ି ଗାଁରେ ଦନ୍ତା

ଢେଙ୍କାନାଳ ଅଫିସ, ୧୦।୨ – ମିଳନ ପାଇଁ ବ୍ୟାକୁଳ ଦନ୍ତା ଗୋଠରୁ ଅଲଗା ହୋଇ ଜନବସତିରେ ଆରମ୍ଭ କରିଛନ୍ତି ଉପଦ୍ରବ। ପାଖାପାଖି ମାସେ ହେଲା ସେମାନଙ୍କ...

ଟ୍ରକ୍‌ ଜାମରେ ଫସିଲେ ପରୀକ୍ଷାର୍ଥୀ

କେନ୍ଦୁଝର,୧୪ା୯(ସ୍ବ.ପ୍ର.): ସୋମବାର ଆରମ୍ଭ ହୋଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଏନ୍‌ଏଚ୍‌ -୪୯ରେ ଲୁହାପଥର ବୋଝେଇ ଟ୍ରକ୍‌ ଜାମ ଯୋଗୁ ବାଂଶପାଳ ବ୍ଲକ ଅଞ୍ଚଳରୁ ପରୀକ୍ଷା ଦେବାକୁ...

ଶଟ୍‌ଡାଉନ୍‌ରେ ଖୋଲା ରହିବ ପେଟ୍ରୋଲ ପମ୍ପ

ଭୁବନେଶ୍ୱର, ୫।୬(ବ୍ୟୁରୋ): ଶଟ୍‌ଡାଉନ୍‌ ସମ୍ପର୍କରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏହି ସମୟରେ ପେଟ୍ରୋଲ ପମ୍ପ ଖୋଲା ରହିବ।...

ମୌସୁମୀ ପୂର୍ବରୁ ଜଳବନ୍ଦୀ

ଅନୁଗୋଳ ଅଫିସ,୫ା୬ – ମୌସୁମୀ ଆସିବା ପୂର୍ବରୁ ଅନୁଗୋଳ ପୌରପରିଷଦର ୯ନଂ. ଓ୍ବାର୍ଡ ବଣିଆବାହଳ ଅଞ୍ଚଳ ଜଳବନ୍ଦୀ ହୋଇପଡ଼ିଛି। ବୁଧବାର କାଳବୈଶାଖୀ ବର୍ଷା ପରେ ଏପରି...

ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲରୁ ୧୫ କର୍ମଚାରୀ ବହିଷ୍କୃତ

କଟକ ଅଫିସ,୨୫ା୧୧: କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ୧୫ କର୍ମଚାରୀଙ୍କୁ ମଙ୍ଗଳବାର ବହିଷ୍କୃତ କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଶେଷ କ୍ୟାବିନେଟ୍‌ରେ ଫନୀ ଚିନ୍ତା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ସରକାରଙ୍କ ଶେଷ କ୍ୟାବିନେଟ୍‌ ବୈଠକ ଶନିବାର ସଚିବାଳୟରେ ଅନୁଷ୍ଠିତ ହୋଇଛି। ସାମୁଦ୍ରିକ ଝଡ ଫନୀ ଦ୍ୱାରା ପ୍ରଭାବିତ ପୁରୀ...

ବିଜେପୁର ଉପନିର୍ବାଚନ: ସନତ ଗଡ଼ତିଆଙ୍କୁ ପ୍ରାର୍ଥୀ କଲା ଭାଜପା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଜେଡି ଓ କଂଗ୍ରେସ ପରେ ବିଜେପୁର ଉପନିର୍ବାଚନ ଲାଗି ଭାଜପା ରବିବାର ପ୍ରାର୍ଥୀ ଘୋଷଣା କରିଛି। ସନତ ଗଡ଼ତିଆଙ୍କୁ ଦଳ ପ୍ରାର୍ଥୀ କରିଛି। ଭାଜପାର...

Advertisement
Archives

Model This Week