ରତ୍ନବେଦି ଛାଡ଼ି ସ୍ନାନ ବେଦିରେ ମହାପ୍ରଭୁ

ପୁରୀ,୨୨।୬: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ ସ୍ନାନ ଯାତ୍ରା। ନୀତିକାନ୍ତି ପରେ ଭୋର୍‌ ୫ଟାରୁ ଆରମ୍ଭ ହୋଇଥିଲା ଧାଡି ପହଣ୍ଡି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚିଛନ୍ତି। ପାରମ୍ପରିକ ରୀତିନୀତିରେ ମହାପ୍ରଭୁ ୧୦୮ ଗରା ଜଳରେ ସ୍ନାନ କରିବେ। ଏହାପରେ ଦିଅଁଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯିବ। ଏହି ଦୁର୍ଲଭ ହାତୀବେଶକୁ ଅତି ନିକଟରୁ ଦର୍ଶନ କରିବେ କୋଟି କୋଟି ଭକ୍ତ। ବର୍ଷକରେ ଥରେ ଦିଅଁ ସ୍ନାନ ମଣ୍ଡପରେ ଜଳସ୍ନାନ କରନ୍ତି ଏବଂ ଅନ୍ୟ ଦିନରେ କେବଳ ମନ୍ତ୍ର ସ୍ନାନ କରିବାର ପରମ୍ପରା ରହିଛି।

ଦାରୁଦିଅଁଙ୍କ ଲୀଳାକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ଏକ ଶାସ୍ତ୍ରୀୟ ଭିତ୍ତିଭୂମି ଆଧାରିତ ଲୀଳା। ମହାପ୍ରଭୁଙ୍କ ଆର୍ବିଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବାରୁ ଏହାକୁ ମଧ୍ୟ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟ ଲୀଳା ବୋଲି କୁହାଯାଏ। ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନ ଲୀଳା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ…

ବିଜୟ ଥାଲାପତି ସରକାର ଗଠନ ପାଇଁ BJPର ସମର୍ଥନ ଲୋଡିବେ? ଟିଭିକେଙ୍କ ପ୍ରତିକ୍ରିୟାରେ କଂଗ୍ରେସ ଖୁସି ହେବ ନା ନିରାଶ ହେବ?ଜାଣନ୍ତୁ…

ଚେନ୍ନାଇ,୭।୫: ବିଜୟ ଥାଲାପତିଙ୍କ ଦଳ, TVK (ତାମିଜାଗା ଭେଟ୍ଟ୍ରି କାଝାଗମ), ସରକାର ଗଠନ ପାଇଁ ତା’ର ପ୍ରୟାସକୁ ତୀବ୍ର କରିଛି। ଟିଭିକେ ବିଧାନସଭାରେ ୧୦୮ଟି ଆସନ ପାଇଛି,…

ଫଟୋ ଶେୟାର କରି ଖୁସି ଖବର ଦେଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୭।୫: ଚଳିତ IPL 2026 ସିଜିନ ମଧ୍ୟରେ ଭାରତୀୟ T20 ଅଧିନାୟକ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ଘରେ ଖୁସିର ମାହୋଲ। ସୂର୍ଯ୍ୟକୁମାରଙ୍କ…

ରାସ୍ତା ପାର ହେଉଥିଲେ ହରିଣ, ଦ୍ରୁତ ଗତିରେ ଆସି ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥର ସୋରାଦେବୀ ମନ୍ଦିର ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଏକ ମାଈ ହରିଣ ଛୁଆ ଗୁରୁତର…

ପରିବାରର ଚାରି ଜଣଙ୍କ ମୃତ୍ୟୁ ଘଟଣାରେ ଆଶ୍ଚର୍ଯ୍ୟଜନକ ଖୁଲାସା: ତରଭୁଜ ନମୁନାରେ ମିଳିଲା…

ମୁମ୍ବାଇ,୭।୫: ତରଭୁଜ ଖାଇବା ପରେ ଗୋଟିଏ ପରିବାରର ଚାରି ଜଣଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ଏକ ବଡ଼ ଖୁଲାସା ହୋଇଛି। ମୁମ୍ବାଇର ଭିଣ୍ଡି ବଜାର ଅଞ୍ଚଳରେ ଏହି…

ଆବାସ ଯୋଜନାରୁ ବଞ୍ଚିତ ଦାଶକାଠିଆ କଳାକାରଙ୍କ ପରିବାର

ରିଷିଡ଼ା,୭ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରାଜପୁର ପଞ୍ଚାୟତ ଗ୍ରାମର ଲୋକପ୍ରିୟ ଦାଶକାଠିଆ କଳାକାର ସ୍ୱର୍ଗତ ଇନ୍ଦ୍ରମଣି ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ…

୪ ଦିନ ହେଲା ଜଳବନ୍ଦୀ: ତହସିଲଦାରଙ୍କୁ ଦାବିପତ୍ର, ରାସ୍ତାରୋକୋ ଚେତାବନୀ

ଦିଗପହଣ୍ଡି,୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ ନଂ. ୱାର୍ଡ ବସଷ୍ଟାଣ୍ଡ ଅଞ୍ଚଳର ଉତ୍ତର ଓ ଦକ୍ଷିଣ ସାହିରେ ଘରକରି ରହୁଥିବା ବାସିନ୍ଦା ଓ…

ହଟିଲେ ଦିଦି, ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ

କୋଲକାତା,୭।୫: ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିବା ପରେ, ରାଜ୍ୟପାଳ ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କରିଥିଲେ। ବଙ୍ଗଳା ନିର୍ବାଚନରେ ହୋଇଥିବା ଭୟଙ୍କର ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri