ଦେବସ୍ନାନ ପୂର୍ଣ୍ଣିମା: ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ପୁରୀ ଅଫିସ,୧୧।୬: ଦେବସ୍ନାନ ପୂର୍ଣ୍ଣିମାକୁ ଆଉ ମାତ୍ର ଦୁଇ ଦିନ । ପାଗ ଅନୁକୂଳ ଯୋଗୁ ସ୍ନାନ ପୂର୍ଣ୍ଣିମା ଅଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ମାର୍କେଟ ଛକରୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ଓ ଶ୍ରୀନଅରଠାରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ବ୍ୟାରିକେଟ୍‌ କରାଯାଇଛି । ଦୀର୍ଘ ଦୁଇବର୍ଷ ପରେ ଲକ୍ଷ ଲକ୍ଷ ଭକ୍ତ ସ୍ନାନ ବେଦୀରେ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଏ ନେଇ ଜିଲା ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସେପଟେ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri