ସୁବାସିତ ଜଳରେ ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୧୪ା୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ। ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସେବାୟତଙ୍କ ଦ୍ୱାରା ନୀତିକାନ୍ତି ଶେଷ ପରେ ଶ୍ରୀଜିଉଙ୍କ ୧୦୮ ଗରା ସୁବାସିତ ଜଳରେ ସ୍ନାନ ଆରମ୍ଭ ହୋଇଛି।

ମଙ୍ଗଳବାର ଭୋର ସାଢ଼େ ୩ଟାରେ ମଙ୍ଗଳାର୍ପଣ ପରେ ୪ଟାରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ସକାଳ ସାଢେ ୬ଟା ସୁଦ୍ଧା ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ମଣ୍ଡପରେ ବିରାଜମାନ କରିଥିଲେ। ସ୍ନାନନୀତି ସମାପନ ପରେ ଛେରାପହଁରା ହେବ। ୧୨ଟା ୪୫ରୁ ୨ଟା ୩୦ ମଧ୍ୟରେ ହାତୀବେଶ କରାଯିବ। ସନ୍ଧ୍ୟା ୬ଟାରୁ ରାତି ୯ଟା ୩୦ ପର୍ଯ୍ୟନ୍ତ ଚାଲିବ ସାହାଣ ମେଳା ଦର୍ଶନ। ଭକ୍ତମାନେ ବ୍ୟାରିକେଡରେ ଯାଇ ସ୍ନାନମଣ୍ଡପ ପାଖରେ ଶ୍ରୀଜୀଉଙ୍କ ହାତୀବେଶ ଦର୍ଶନ କରିପାରିବେ। ରାତି ୧୦ଟାରୁ ରାତି ଗୋଟାଏ ଭିତରେ ବାହୁଡ଼ା ପହଣ୍ଡି ପାଇଁ ସମୟ ର୍ନିଘଣ୍ଟ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେଷ୍ଠ ପ୍ରଜାତି ସୃଷ୍ଟି ଲାଗି ଏକସଙ୍ଗେ ୨୦ ମହିଳାଙ୍କୁ ଗର୍ଭବତୀ କରିବାକୁ ଚାହୁଁଥିଲେ ଏପ୍‌ଷ୍ଟିନ୍‌

ନ୍ୟୁୟର୍କ,୯ା୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ଧନୀ ଅର୍ଥ ଲଗାଣକାରୀ ଜେଫ୍ରି ଏପ୍‌ଷ୍ଟିନ୍‌ ଜେନେଟିକ୍‌ ଇଞ୍ଜିନିୟରିଂ ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ବ୍ୟବହାର କରି ମାନବ ଜାତିର…

ଏଇ ଭାରତରେ

ଅଜିମ ପ୍ରେମଜୀ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଏକ ଟିମର ବର୍ଜ୍ୟପରିଚାଳନା ଅତ୍ୟନ୍ତ ପ୍ରଶଂସନୀୟ। କର୍ନାଟକ ବେଙ୍ଗାଲୁରୁ ନିକଟରେ ଥିବା ବିଲାପୁରା ଗାଁକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରାଯାଇପାରିଛି। ଦେଖିବାକୁ ଗଲେ…

୬ ବର୍ଷୀୟା ବାଳିକାଙ୍କୁ ବଳାତ୍କାର ପରେ ହତ୍ୟା

ପାଟନା,୯ା୨: ବିହାର ଦରଭଙ୍ଗା ସହରର ୟୁନିଭର୍ସିଟି ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ବାଳିକାଙ୍କୁ ରବିବାର ବଳାତ୍କାର ପରେ ହତ୍ୟା କରାଯାଇଛି। ସୂତ୍ର ଅନୁଯାୟୀ, ବାଳିକା ଜଣକ…

ଦୁଃଖ ଖୋଜୁଥିବା ମଣିଷ

କିଛି ଏମିତି ଅଜବ ଲୋକ ଅଛନ୍ତି, ଆପଣ ବି ଭେଟିଥିବେ କେଉଁଠି କେତେବେଳେ। ଜଞ୍ଜାଳମୁକ୍ତ ହୋଇ ପରିବାରକୁ ନେଇ ନିଜ ଭିତରେ ସୁଖୀ ଥିବା ମଣିଷଟି ସମସ୍ତଙ୍କୁ…

ଉଠିବା ଦରକାର, ଉଡ଼ିବା ପଛକଥା

ପ୍ରଥମ ବିଶ୍ୱଯୁଦ୍ଧ ସମୟର ଇଟାଲୀୟ ଆମ୍ବୁଲାନ୍ସ ଚାଳକ, ପରବର୍ତ୍ତୀ ସମୟରେ ଗୁରୁତର ଆହତ ଅର୍ନେଷ୍ଟ ହେମିଂୱେଙ୍କ କଥା ଆଜି ବି ପାସୋରି ପାରି ନାହାନ୍ତି ଅର୍ଥନୈତିକ ବିଶାରଦଗଣ।…

ବଡ଼ ଯୋଜନାରେ ଖର୍ଚ୍ଚ ହୋଇଛି ବଜେଟର ୪୦%

ନୂଆଦିଲ୍ଲୀ,୯ା୨: ଚଳିତ ଆର୍ଥତ୍କ ବର୍ଷ ପାଇଁ କେନ୍ଦ୍ର ବଜେଟରେ ସର୍ବବୃହତ୍‌ ଯୋଜନାଗୁଡ଼ିକ ନିମନ୍ତେ ଯେଉଁ ଅର୍ଥ ବ୍ୟୟବରାଦ ହୋଇଥିଲା, ସରକାର ୯ ମାସ ମଧ୍ୟରେ ତାହାର ମାତ୍ର…

ଦୋଳି ଦୁର୍ଘଟଣା

ପ୍ରମୋଦ ଉଦ୍ୟାନ କିମ୍ବା ମନୋରଞ୍ଜନର ଖୋରାକ ଯୋଗାଉଥିବା କୌଣସି ମେଳାକୁ ବୁଲିଯିବା ବେଳେ ଆନନ୍ଦ ଲାଭ କରିବା ଥାଏ ମୂଳ ଲକ୍ଷ୍ୟ। କିନ୍ତୁ ତାହା ନିରାନନ୍ଦ ବା…

ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ

ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri