ପୁରୀ,୨୦।୬(ଅଜିତ୍ ମହାନ୍ତି): ବଡଠାକୁର ବଳଭଦ୍ରଙ୍କ ରଥ ଶରଧାବାଲିରେ ପହଞ୍ଚିଥିବାବେଳେ ବାଟରେ ଅଟକିଛନ୍ତି ଜଗନ୍ନାଥ ଓ ସୁଭଦ୍ରା। ଦେବଦଳନ ବଡ଼ଶଂଙ୍ଖ ନିକଟରେ ଅଟକିଥିବାବେଳେ ମାଉସୀ ମାଆ ଛକରେ ରହିଛି ନନ୍ଦିଘୋଷ ରଥ। ବୁଧବାର ସକାଳେ ପୁଣି ରଥ ଟଣା କାର୍ଯ୍ୟକ୍ରମ ଆରମ୍ଭ ହେବ।
ପୁରୀ,୨୦।୬(ଅଜିତ୍ ମହାନ୍ତି): ବଡଠାକୁର ବଳଭଦ୍ରଙ୍କ ରଥ ଶରଧାବାଲିରେ ପହଞ୍ଚିଥିବାବେଳେ ବାଟରେ ଅଟକିଛନ୍ତି ଜଗନ୍ନାଥ ଓ ସୁଭଦ୍ରା। ଦେବଦଳନ ବଡ଼ଶଂଙ୍ଖ ନିକଟରେ ଅଟକିଥିବାବେଳେ ମାଉସୀ ମାଆ ଛକରେ ରହିଛି ନନ୍ଦିଘୋଷ ରଥ। ବୁଧବାର ସକାଳେ ପୁଣି ରଥ ଟଣା କାର୍ଯ୍ୟକ୍ରମ ଆରମ୍ଭ ହେବ।
ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...
ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...
ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...
ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...
କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...
ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...
ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...
ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...
