ବିକଶିତ କୃଷି ସଂକଳ୍ପ ଅଭିଯାନ: କୃଷିଭିତ୍ତିକ ଯୋଜନାର ପ୍ରଚାରପ୍ରସାର ଜରୁରୀ

ଗଞ୍ଜାମ,୧୩।୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷ ପୁର ପଞ୍ଚାୟତ ସନ୍ତୋଷପୁର ଗ୍ରାମଠାରେ ବ୍ଲକ କୃଷି କାର୍ଯ୍ୟାଳୟ ପକ୍ଷରୁ ବିକଶିତ କୃଷି ସଂକଳ୍ପ ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ବ୍ଲକ କୃଷି ଅଧିକାରୀ ରଶ୍ମିତା ମହାପାତ୍ରଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସରପଞ୍ଚ ସସ୍ମିତା ସ୍ବାଇଁ,କୃଷି ବିଶେଷଙ୍ଗ ଡ଼ ଆଶିଷ ମାଇତି, କୃଷି ବିଶେଷଙ୍ଗ (ଆଇସିଆର) ଶୈଳେଶ ସୌରଭ, ସିଫା କୃଷି ବିଶେଷଙ୍ଗ ଡ଼ ସିଦ୍ଧାର୍ଥ ରାଣାବିଜୁଳି, ବିଏଓ ରଶ୍ମିତା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ l କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କୃଷି ଭିତ୍ତିକ ଯୋଜନାର ପ୍ରଚାର ପ୍ରସାର ସହ ପ୍ରାୟ ପଞ୍ଚାୟତର ଦୁଇଶହରୁ ଉର୍ଦ୍ଧ ମହିଳା ଓ ପୁରୁଷ ଚାଷୀମାନଙ୍କ ସହ ଆଲୋଚନା କରିଥିଲେ l ବ୍ଲକ ସହକାରୀ କୃଷି ଅଧିକାରୀ ପ୍ରତିଭା ଦେବୀ ଧନ୍ୟବାଦ ଅର୍ପଣ କରିଥିଲେ l ବ୍ଲକର କବିତା ସାହୁଙ୍କ ସମେତ ସମସ୍ତ ଲାଇନ ଡିପାଟମେଣ୍ଟ ପ୍ରମୁଖ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri