ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ: ପୁରୁଷୋତ୍ତମପୁରକୁ ରାଜ୍ୟର ଶ୍ରେଷ୍ଠ ବ୍ଲକ ଭାବେ ଗଢିତୋଳିବାକୁ ବିଧାୟକଙ୍କୁ ଆହ୍ବାନ

ପୁରୁଷୋତ୍ତମପୁର,୫/୨( ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଜୁପଟ୍ଟନାୟକ ଇନଡୋର ଷ୍ଟାଡିୟମ ପରିଷରରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ବିଡିଓ ନିରାକାର ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଭର୍ଚୁଆଲ ମାଧ୍ୟମରେ ପଞ୍ଚାୟତିରାଜ ଓ ପାନିୟ ଜଳ ବିଭାଗ ପକ୍ଷରୁ ଗ୍ରାମାଞ୍ଚଳର ବିକାଶଲାଗି ଆହ୍ବାନ ଦେଇଛନ୍ତି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତଥି ଭାବେ କବିସୂର୍ଯ୍ୟ ନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକ ଯୋଗଦେଇ, ବିକାଶର କିଛି ଦଳନଥାଏ ଏଣୁ ଦଳଗତ ର୍ନିବିଶେଷରେ ପୁରୁଷୋତ୍ତମପୁର ଅଞ୍ଚଳର ବିକାଶ ଲାଗି ସମସ୍ତଙ୍କ ସହଯୋଗ ଲୋଡି ରାଜ୍ୟରେ ପୁରୁଷୋତ୍ତମପୁରକୁ ଏକନମ୍ବର ବ୍ଲକ ଭାବରେ ଗଢିତୋଳିବା ଲାଗି ଆହ୍ହାନ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ସିତାରାମ ପାଣିଗ୍ରାହି, ଏନଏସି ଅଧକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା,ବ୍ଲକ ଅଧକ୍ଷା ପିଙ୍କି ବେହେରା, ଭାଜପା ରାଜ୍ୟକାର୍ଯ୍ୟକାରିଣୀ ସଦସ୍ୟ ଅରୁଣକୁମାର ପଣ୍ଡା ,ଜଗତବନ୍ଧୁ ପଣ୍ଡା ଯୋଗଦେଇଥିବା ବେଳେ ବହୁ ସରପଞ୍ଚ,ସମିତିସଭ୍ୟ ଜନପ୍ରତିନିଧି, ଭଜପାର କାର୍‌ୟଯକର୍ତ୍ତା ମାନଙ୍କ ସହ ବହୁ ମହିଳା, ପୁରୁଷ ମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri