Posted inଜାତୀୟ

ପଶ୍ଚିମବଙ୍ଗରେ ୫୫ ବର୍ଷ ଧରି ବିକାଶ ଅଟକି ରହିଛି: ମୋଦି

କୋଲକାତା,୨୦।୩: ପଶ୍ଚିମବଙ୍ଗରେ ଦୀର୍ଘ ୫୫ ବର୍ଷ ଧରି ବିକାଶ ଅଟକି ରହିଛି। ରାଜ୍ୟର ଭୋଟର ଭାଜପାକୁ ଆଶୀର୍ବାଦ ଦେଲେ ପୁଣି ଏଠାରେ ବିକାଶ ଆରମ୍ଭ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖଡ଼ଗପୁରଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଯୋଗଦେଇ ଏଭଳି କହିଛନ୍ତି। ରାଜ୍ୟରେ ଭାଜପା ସରକାର ଗଠନ କଲେ ଯୋଜନାବଦ୍ଧ ଭାବେ କୃଷି, ଜଳସେଚନ ଏବଂ କୋଲ୍ଡ ଷ୍ଟୋରେଜ୍‌ ଆଦି ବ୍ୟବସ୍ଥାରେ ବିକାଶ ହୋଇ ପାରିବ। ଗତ ୭୦ ବର୍ଷ ଧରି ରାଜ୍ୟରେ କଂଗ୍ରେସଠାରୁ ଆରମ୍ଭ କରି ବାମଦଳ ତଥା ତୃଣମୂଳ କଂଗ୍ରେସ ସଭିଏଁ କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଚାଲିଛନ୍ତି। ଭାଜପାକୁ ୫ ବର୍ଷ ପାଇଁ ସୁଯୋଗ ଦେଲେ ରାଜ୍ୟବାସୀଙ୍କ ସ୍ବପ୍ନକୁ ସତ୍ୟରେ ପରିଣତ କରାଯିବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri