Posted inଫୁରସତ

ମାତୃଭାଷାର ବିକାଶରେ ସମାଜର ବିକାଶ

ଜନ୍ମ ପରେ ଶିଶୁ ନିଜର ମାତୃଭାଷାରେ ହିଁ ଭାବର ଆଦାନ ପ୍ରଦାନ କରିବା ଲାଗି ଶିକ୍ଷାଲାଭ କରିଥାଏ। ମାତୃଭାଷା ମାଧ୍ୟମରେ ଶିଶୁର ବୋଧଗମ୍ୟତାର ପରିପ୍ରକାଶ ଘଟିଥାଏ। ମାତୃଭାଷା ଶିଶୁର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ମାତୃଭାଷାର ଗୁରୁତ୍ୱକୁ ଉପଲବ୍ଧି କରିବା ଲାଗି ପ୍ରତିବର୍ଷ ଫେବୃୟାରୀ ୨୧ରେ ଅର୍ନ୍ତଜାତୀୟ ମାତୃଭାଷା ଦିବସ ପାଳନ କରାଯାଇଥାଏ।
ଦ୍ୱାରା ପ୍ରଥମେ ୧୭ ନଭେମ୍ବର ୧୯୯୯ରେ ଏହି ଦିବସ ପାଳନ ସମ୍ପର୍କରେ ଘୋଷଣା କରାଯାଇଥିଲା। ୨୦୦୨ରେ ଜାତିସଂଘ ସାଧାରଣ ସଭାରେ ଏହାକୁ ଆନୁଷ୍ଠାନିକ ସ୍ବୀକୃତି ମିଳିଥିଲା। ପୃଥିବୀର ବିଭିନ୍ନ ଅଞ୍ଚଳରେ ବ୍ୟବହୃତ ହେଉଥିବା ସମସ୍ତ ଭାଷାର ସଂରକ୍ଷଣ ଏବଂ ସୁରକ୍ଷା ଲାଗି ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିବା ଏହି ଦିବସ ପାଳନର ମୁଖ୍ୟ ଲକ୍ଷ୍ୟ। ୧୯୫୨ ଫେବୃୟାରୀ ୨୧ରେ ବାଂଲାଦେଶରେ ବଙ୍ଗଳା ଭାଷା ଆନ୍ଦୋଳନକୁ ସ୍ମରଣ କରାଯାଇ ଏହି ଦିବସ ପାଳନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନାକରେ ଲାଗିବ ଏୟାର ପ୍ୟୁରିଫାୟର

ନୂଆଦିଲ୍ଲୀ: କରୋନା ସଂକ୍ରମଣରୁ ମୁକ୍ତି ପାଇବା ପାଇଁ ଲୋକେ ମାସ୍କ ପିନ୍ଧିବା ସହିତ ଘରେ ଏୟାର ପ୍ୟୁରିଫାୟର ବ୍ୟବହାର କରୁଛନ୍ତି। କିନ୍ତୁ ଏବେ ଆପଣ ଯେଉଁ...

ସର୍ବହରା ମା’ବାପା

ପିଲାଙ୍କ ଉଜ୍ଜ୍ୱଳ ଭବିଷ୍ୟତର ସ୍ବପ୍ନ ସବୁ ମା’ବାପା ଦେଖନ୍ତି। ତାକୁ ପୂରଣ କରିବାକୁ ଦିନରାତି ଏକାକାର କରି ପରିଶ୍ରମ କରନ୍ତି। ବେଳେବେଳେ ତ ନିଜର ସର୍ବସ୍ବ...

ପାକିସ୍ତାନରେ ଅଧିକରୁ ଅଧିକ ପିଲା ମେଦବହୁଳତାର ଶିକାର: ରିପୋର୍ଟ

ଇସ୍‌ଲାମାବାଦ,୨।୩: ପାକିସ୍ତାନରେ ୫୦ ପ୍ରତିଶତରୁ ଊର୍ଦ୍ଧ୍ୱ ଜନସଂଖ୍ୟା ମେଦବହୁଳତାର ଶିକାର ହେଉଥିବା ବେଳେ ଏଥିଯୋଗୁ ଲୋକଙ୍କୁ ମାରାତ୍ମକ ରୋଗ ହେବାର ଭୟ ମଧ୍ୟ ରହିଛି। ନିକଟରେ...

ସ୍କେଟିଂରେ ସଚେତନତା

ଲକ୍ଷ୍ନୌ: ଶାଢ଼ି ପିନ୍ଧି ସ୍କେଟିଂ କରି ଗାଁ ଦାଣ୍ଡରେ ଲୋକଙ୍କୁ ଟିକା ନେବା ପାଇଁ ପ୍ରବର୍ତ୍ତାଉଛନ୍ତି ଶ୍ରୀଗୁପ୍ତା। ଉତ୍ତରପ୍ରଦେଶ ସୀତାପୁରର ରାମକୋଟ ଗାଁରେ ରୁହନ୍ତି ୧୧...

ସଂସଦର ହୋ ହାଲ୍ଲା ଭିତରେ ପ୍ରେମୀକାଙ୍କୁ ପ୍ରପୋଜ୍‌ କଲେ ସାଂସଦ

ବହୁଥର ଦେଖିବାକୁ ମିଳେ ପ୍ରେମୀକାଙ୍କୁ ନିଜ ମନର କଥା କହିବା ପାଇଁ ପ୍ରେମୀକମାନେ ନିଆରା ଢ଼ଙ୍ଗ ଆପଣାଥାନ୍ତି। ହେଲେ କେବେ ଶୁଣିଛନ୍ତି କି, କେହି ଏମ୍‌ପି...

ନିଆରା ପ୍ରଜାପତି

ପ୍ରଜାପତି କାହାକୁ ବା ସୁନ୍ଦର ନ ଲାଗେ! ସେମାନଙ୍କ ଶରୀରର ଆକର୍ଷଣୀୟ ରଙ୍ଗ ହେଉ କିମ୍ବା ଗଠନଶୈଳୀ, ସବୁକିଛି କାହିଁକି କେଜାଣି ଭାରି ମନୋମୁଗ୍ଧକର ଲାଗେ।...

ଇଂଲିଶ ନାଁ ଓଡ଼ିଆ ଗାଁ: ସେମିତି କିଛି ଗାଁ ଓ ଗଳି କଥା; ନାମକରଣ ପଛର କାହାଣୀ

ଗ୍ରାମ୍ୟ ସଂସ୍କୃତିକୁ ନେଇ ସମୃଦ୍ଧ ଓଡ଼ିଶାର ସଂସ୍କୃତି । ଆଉ ପ୍ରତ୍ୟେକ ଗାଁର ପରମ୍ପରା ଓ ସଂସ୍କୃତିରେ ରହିଛି ସ୍ବତନ୍ତ୍ରତା। ତେବେ ସବୁଠୁ ଆଶ୍ଚର୍ଯ୍ୟ କରେ...

ମାସ୍କ ଆର୍ଟ

କରୋନା ମହାମାରୀ ପାଇଁ ମଣିଷ ଘରେ ବନ୍ଦି ହୋଇ ରହିବାକୁ ବାଧ୍ୟ ହେଉଛି। ତେଣୁ ମଳୁଥିବା ଖାଲି ସମୟରେ ଅନେକେ ନିଜ ଅନ୍ତର୍ନିହିତ କଳାର ବିକାଶ...

Advertisement
Archives

Model This Week