Posted inଫୁରସତ

ଅନ୍ନଦାତାଙ୍କ ବିକାଶରେ ଦେଶର ବିକାଶ

ଭାରତ ଭଳି କୃଷି ପ୍ରଧାନ ଦେଶରେ ଅନ୍ନଦାତା ହେଉଛନ୍ତି ଦେଶର ଆର୍ଥିକ ମେରୁଦଣ୍ଡ। ସେମାନଙ୍କ ବିକାଶରେ ଦେଶର ବିକାଶ ସମ୍ଭବ ହୋଇପାରିଥାଏ।
ତେଣୁ କୃଷକ ଏବଂ କୃଷକମାନଙ୍କର ଜାତୀୟ ଅବଦାନ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଦେଶରେ ଡିସେମ୍ବର ୨୩ରେ କୃଷକ ଦିବସ ପାଳନ କରାଯାଇଥାଏ।

ଭାରତର ପଞ୍ଚମ ପ୍ରଧାନମନ୍ତ୍ରୀ ଚୌଧରୀ ଚରଣ ସିଂଙ୍କ ଜନ୍ମ ବାର୍ଷିକୀ ଡିସେମ୍ବର ୨୩କୁ କିଷାନ ଦିବସ ଭାବେ ପାଳନ କରାଯାଇଥାଏ। ସେ ଜୁଲାଇ ୧୯୭୯ ରୁ ଜାନୁୟାରୀ ୧୯୮୦ ମଧ୍ୟରେ ପ୍ରଧାନମନ୍ତ୍ରୀ ଭାବେ ଅବସ୍ଥାପିତ ଥିଲେ। ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର ଅଳ୍ପ ସମୟ କାର୍ଯ୍ୟକାଳ ମଧ୍ୟରେ ଭାରତୀୟ କୃଷକଙ୍କ କଲ୍ୟାଣ ପାଇଁ କଠିନ ପରିଶ୍ରମ କରିଥିଲେ। ସେ ଚାଷୀଙ୍କ ପାଇଁ ବହୁ କଲ୍ୟାଣମୂଳକ ଯୋଜନାର ପ୍ରଣୟନ ତାଙ୍କ କାର୍ଯ୍ୟକାଳରେ ହୋଇଥିଲା॥ ୨୦୦୧ ରେ ଭାରତ ସରକାର ଚରଣ ସିଂଙ୍କ ଜନ୍ମ ବାର୍ଷିକୀକୁ କିଷାନ ଦିବସ ଭାବରେ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲେ।
ଅର୍ଥନୀତିରେ ଭାରତୀୟ କୃଷକଙ୍କ ଭୂମିକାକୁ ମନେ ରଖିବା ପାଇଁ କିଷାନ ଦିବସ ଏକ ପ୍ରୟାସ ମାତ୍ର।
ଦେଶରେ କୃଷକଙ୍କ ସମସ୍ୟା ବିଷୟରେ ସଚେତନତା ପାଇଁ ୧୯୭୮ ଡିସେମ୍ବର ୨୩ରେ କିଷାନ ଟ୍ରଷ୍ଟ ପ୍ରତିଷ୍ଠା କରିଥିଲେ।
ଚାଷୀଙ୍କୁ ଶୋଷଣରୁ ମୁକ୍ତ କରିବା ପାଇଁ ଚରଣ ସିଂ ମଧ୍ୟ ସର୍ବଦା ଉଦ୍ୟମ ଜାରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri