Posted inଫୁରସତ

ଅନ୍ନଦାତାଙ୍କ ବିକାଶରେ ଦେଶର ବିକାଶ

ଭାରତ ଭଳି କୃଷି ପ୍ରଧାନ ଦେଶରେ ଅନ୍ନଦାତା ହେଉଛନ୍ତି ଦେଶର ଆର୍ଥିକ ମେରୁଦଣ୍ଡ। ସେମାନଙ୍କ ବିକାଶରେ ଦେଶର ବିକାଶ ସମ୍ଭବ ହୋଇପାରିଥାଏ।
ତେଣୁ କୃଷକ ଏବଂ କୃଷକମାନଙ୍କର ଜାତୀୟ ଅବଦାନ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଦେଶରେ ଡିସେମ୍ବର ୨୩ରେ କୃଷକ ଦିବସ ପାଳନ କରାଯାଇଥାଏ।

ଭାରତର ପଞ୍ଚମ ପ୍ରଧାନମନ୍ତ୍ରୀ ଚୌଧରୀ ଚରଣ ସିଂଙ୍କ ଜନ୍ମ ବାର୍ଷିକୀ ଡିସେମ୍ବର ୨୩କୁ କିଷାନ ଦିବସ ଭାବେ ପାଳନ କରାଯାଇଥାଏ। ସେ ଜୁଲାଇ ୧୯୭୯ ରୁ ଜାନୁୟାରୀ ୧୯୮୦ ମଧ୍ୟରେ ପ୍ରଧାନମନ୍ତ୍ରୀ ଭାବେ ଅବସ୍ଥାପିତ ଥିଲେ। ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର ଅଳ୍ପ ସମୟ କାର୍ଯ୍ୟକାଳ ମଧ୍ୟରେ ଭାରତୀୟ କୃଷକଙ୍କ କଲ୍ୟାଣ ପାଇଁ କଠିନ ପରିଶ୍ରମ କରିଥିଲେ। ସେ ଚାଷୀଙ୍କ ପାଇଁ ବହୁ କଲ୍ୟାଣମୂଳକ ଯୋଜନାର ପ୍ରଣୟନ ତାଙ୍କ କାର୍ଯ୍ୟକାଳରେ ହୋଇଥିଲା॥ ୨୦୦୧ ରେ ଭାରତ ସରକାର ଚରଣ ସିଂଙ୍କ ଜନ୍ମ ବାର୍ଷିକୀକୁ କିଷାନ ଦିବସ ଭାବରେ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲେ।
ଅର୍ଥନୀତିରେ ଭାରତୀୟ କୃଷକଙ୍କ ଭୂମିକାକୁ ମନେ ରଖିବା ପାଇଁ କିଷାନ ଦିବସ ଏକ ପ୍ରୟାସ ମାତ୍ର।
ଦେଶରେ କୃଷକଙ୍କ ସମସ୍ୟା ବିଷୟରେ ସଚେତନତା ପାଇଁ ୧୯୭୮ ଡିସେମ୍ବର ୨୩ରେ କିଷାନ ଟ୍ରଷ୍ଟ ପ୍ରତିଷ୍ଠା କରିଥିଲେ।
ଚାଷୀଙ୍କୁ ଶୋଷଣରୁ ମୁକ୍ତ କରିବା ପାଇଁ ଚରଣ ସିଂ ମଧ୍ୟ ସର୍ବଦା ଉଦ୍ୟମ ଜାରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri