ବିଭିନ୍ନ ସରକାରୀ କାର୍ଯ୍ୟର ସଫଳ ରୂପାୟନ କ୍ଷେତ୍ରରେ ଜନସାଧାରଣଙ୍କର ବୋଧଗମ୍ୟ ହେଉଥିବା ଭାଷାର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ରାଷ୍ଟ୍ରଭାଷାର ବିକାଶରେ ଦେଶର ବିକାଶ ସମ୍ଭବ ହୋଇ ପାରିବ।
ଏହାକୁ ଦୃଷ୍ଟିରେ ରଖି ରାଷ୍ଟ୍ରଭାଷା ହିନ୍ଦୀର ବ୍ୟବହାର ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ସେପ୍ଟେମ୍ବର ୧୪ରେ ହିନ୍ଦୀ ଦିବସ ପାଳନ କରାଯାଇଥାଏ। ୧୯୪୯ ସେପ୍ଟେମ୍ବର ୧୪ରେ ହିନ୍ଦୀକୁ ସରକାରୀ ଭାଷାର ମାନ୍ୟତା ମିଳିଥିଲା। ଏହାକୁ ସ୍ମରଣ କରିବା ଲାଗି ଏହି ଦିବସ ୧୯୫୩ ସେପ୍ଟେମ୍ବର ୧୪ଠାରୁ ପାଳନ କରାଯାଉଛି। ପୃଥିବୀର ଲୋକଙ୍କ ଦ୍ୱାରା କୁହାଯାଉଥିବା ଭାଷା ମଧ୍ୟରେ ହିନ୍ଦୀ ତୃତୀୟ ସ୍ଥାନ ହାସଲ କରିଛି।
ଭାରତର ସମ୍ବିଧାନର ଡ୍ରାଫ୍ଟ ସମୟରେ ଏକ ଆପୋସ ବୁଝାମଣା ହୋଇଥିଲା; ଯେଉଁଥିରେ ହିନ୍ଦୀକୁ ସରକାରୀ ଭାଷାର ମାନ୍ୟତା ପ୍ରଦାନ ଲାଗି ପ୍ରସ୍ତାବ ରଖାଯାଇଥିଲା। ତିନି ବର୍ଷ ଧରି ବିତର୍କ ପରେ ଭାରତର ସମ୍ବିଧାନସଭା ଦ୍ୱାରା ଭୋଟ ଗ୍ରହଣ କରାଯିବା ପରେ ଏହା ନିଶ୍ଚିତ ହୋଇଥିଲା। ଡ୍ରାଫ୍ଟିଙ୍ଗ କମିଟିର ଦୁଇ ବିରୋଧୀ ସଦସ୍ୟ କେ.ଏମ୍. ମୁନସୀ ଏବଂ ଏନ୍. ଗୋପାଲସ୍ବାମୀ ଆୟାଙ୍ଗାରଙ୍କ ମୁନ୍ସୀ-ଆୟାଙ୍ଗାର ସୂତ୍ର ଦ୍ୱାରା ଏହି ଆପୋସ ବୁଝାମଣା ହୋଇଥିଲା। ହିନ୍ଦୀକୁ କେନ୍ଦ୍ର ସରକାରଙ୍କ ସରକାରୀ ଭାଷା ଭାବେ ଘୋଷଣା କରାଯାଇଛି।
ଦିନିକିଆ ବିଶ୍ୱକପ୍ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍
ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

