Posted inଜାତୀୟ

ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଚାହୁଁଛନ୍ତି ଦେବେନ୍ଦ୍ର ଫଡନାଭିସ୍‌

ମୁମ୍ବାଇ,୫।୬: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍‌ ଇସ୍ତଫା ଦେବାକୁ ଚାହୁଁଛନ୍ତି। ୨୦୧୪ରୁ ୨୦୧୯ ଯାଏ ଶୀର୍ଷ ପଦବୀରେ ଅବସ୍ଥାପିତ ହୋଇଥିବା ବରିଷ୍ଠ ଭାଜପା ନେତା ସରକାରୀ ଦାୟିତ୍ୱରୁ ମୁକ୍ତ କରିବାକୁ ଶୀର୍ଷ ନେତୃବନ୍ଦଙ୍କୁ ଅନୁରୋଧ କରିଛନ୍ତି। ତାଙ୍କୁ ଦଳ ପାଇଁ ବାହାରୁ କାମ କରିବାକୁ ଦିଆଯାଉ ବୋଲି ସେ କହିଛନ୍ତି।

୨୦୨୪ ଲୋକ ସଭା ନିର୍ବାଚନରେ ରାଜ୍ୟରେ ଭାଜପାର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଫଡନାଭିସ୍‌ ଇସ୍ତଫା ଦେବାକୁ ଚାହୁଁଛନ୍ତି। ୨୦୧୯ରେ ତାଙ୍କ ଦଳ ମହାରାଷ୍ଟ୍ରର ୪୮ ଆସନରୁ ୨୩ରେ ଜିତିଥିଲା। ହେଲେ ଚଳିତ ବର୍ଷ ଏହା ୯ରେ ସୀମିତ ରହିଛି।

କହିରଖୁଛୁ, ଭାଜପା ନିର୍ବାଚନରେ ମାତ୍ର ୨୪୦ ଆସନ ଜିତିଥିବା ବେଳେ ବହୁମତ ପାଇଁ ବହୁ ପଛରେ ରହିଯାଇଛି। ଦଳକୁ ସରକାର ଗଠନ ପାଇଁ ଆଉ ୩୨ ଆସନର ଆବଶ୍ୟକତା ଥିବା ବେଳେ ଏନ୍‌ଡିଏ ସହଯୋଗୀ ଦଳଗୁଡ଼ିକ ଉପରେ ଦଳ ନିର୍ଭର କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube

ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର...

ECI: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି, ଏସବୁ ରାଜ୍ୟ ପାଇଁ ବଢିଲା SIR ଅବଧି

ନୂଆଦିଲ୍ଲୀ,୧୧।୧୨: ନିର୍ବାଚନ କମିଶନ ଗୁରୁବାର ସ୍ପେଶାଲ ସଘନ ସଂଶୋଧନ (SIR) ପ୍ରକ୍ରିୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରିପୋର୍ଟ ଅନୁଯାୟୀ, ନିର୍ବାଚନ କମିଶନ ପାଞ୍ଚଟି...

ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ କ୍ରିକେଟ ଏସିଆ କପ ୨୦୨୫ ଡିସେମ୍ବର ୧୨ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ଦୁଇଟି ମ୍ୟାଚ ଖେଳାଯିବ। ଆୟୁଷ...

“ବିଏସ୍ଏଫ୍ ପୋଷ୍ଟ୍ ନିକଟକୁ ଯାଆନ୍ତୁ ନାହିଁ”: ମମତା ବାନାର୍ଜୀଙ୍କ ଚେତାବନୀ ଶୁଣି ଚିନ୍ତାରେ ଲୋକେ

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ଭୋଟର ସଂଶୋଧନ (SIR)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...

ପାକିସ୍ତାନ ସହ ପ୍ରତିରକ୍ଷା ଚୁକ୍ତି ଭିତରେ ଭାରତକୁ କଡ଼ା ବାର୍ତ୍ତା ଦେଲେ ଟ୍ରମ୍ପ? F-16ର ଶକ୍ତି ବଢାଇବ ଆମେରିକା

ଓ୍ବାଶିଂଟନ,୧୧।୧୨: ଆମେରିକା ପାକିସ୍ତାନକୁ ଏହାର F-16 ଲଢ଼ୁଆ ବିମାନକୁ ଅପଗ୍ରେଡ କରିବା ପାଇଁ ୬୮୬ ଡଲାର ନିୟୁତ (ପ୍ରାୟ ୫,୮୦୦କୋଟି) ମୂଲ୍ୟର ଉନ୍ନତ ପ୍ରଯୁକ୍ତିବିଦ୍ୟା ଏବଂ...

ସଂସଦରେ ସ୍ପିକର ହଲାଇଲେ ଟଙ୍କା! ଏକ ଡଜନରୁ ଅଧିକ ସାଂସଦ କହିଲେ …

ଇସଲାମାବାଦ,୧୧।୧୨: ପାକିସ୍ତାନରେ ରାଜନେତାମାନେ ପ୍ରାୟତଃ ନିଜ ଭାଷଣରେ ସଚ୍ଚୋଟତା ଏବଂ ନ୍ୟାୟର କଥା କୁହନ୍ତି, କିନ୍ତୁ ଯେତେବେଳେ ପ୍ରକୃତ ପରୀକ୍ଷାର କଥା ଆସେ, ସାଂସଦମାନଙ୍କ କାର୍ଯ୍ୟ...

ରୋଷେଇ ଘରେ ଅସ୍ତ୍ର ଅଛି, ଭାଜପାକୁ…ମହିଳାଙ୍କୁ ଉସ୍‌କାଇଲେ ଦିଦି

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ SIRକୁ ନେଇ ରାଜନୀତି ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ମହିଳାମାନଙ୍କୁ ଭୋଟର ତାଲିକା ସମୀକ୍ଷା ସମୟରେ ଯଦି ସେମାନଙ୍କ ନାମ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri