ଦେବଗଡ଼ରେ ଭିନ୍ନକ୍ଷମ ଦିବସ ପାଳିତ

ଦେବଗଡ଼,୪ା୧୨(ଡି.ଏନ୍‌.ଏ.)-ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଭିନ୍ନକ୍ଷମମାନଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି ା ଜିଲାପାଳ ସୁଧାଂଶୁ ମୋହନ ସାମଲଙ୍କ ଅନୁମୋଦନକ୍ରମେ କାଳିପଥରର ସୁମିତ୍ରା ମାଝି ଓ ସଞ୍ଜୟ କୁମାର ବେହେରା, ପରାର ହେମଲତା ବେହେରା ଓ ଦୁଃଖବନ୍ଧୁ ନାଏକ ଏବଂ ବିନୋତି ନାଏକ ଓ ଜୟନ୍ତ କୁମାର ନାଏକଙ୍କୁ ବିବାହ ପ୍ରୋସତ୍ାହନ ରାଶି ସ୍ବରୂପ ପ୍ରତି ଦମ୍ପତିଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି ା ସେହିଭଳି ଖିଲେଇ ନିବାସୀ ଲୋକନାଥ ସାହୁ ଓ ବିଶ୍ୱନାଥ ଗଡତିଆଙ୍କୁ ସେମାନଙ୍କ ଅର୍ଥନୈତିକ ବିକାଶ ନିମନ୍ତେ ବ୍ୟାଙ୍କ ଜରିଆରେ ପ୍ରତ୍ୟେକଙ୍କୁ ୧୫ହଜାର ଟଙ୍କା ଲେଖାଏଁ ଋଣ ମଞ୍ଜୁର କରାଯାଇଛି ା ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଅତିରିକ୍ତ ଜିଲାପାଳ ଧରମ ହାଁସଦା ଭିନ୍ନକ୍ଷମ ହିତାଧିକାରୀମାନଙ୍କୁ ସହାୟତା ରାଶି ପ୍ରଦାନ କରିଥିଲେ ା ଏହି ଅବସରରେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧୀର କୁମାର ନଇ ଓ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁଜନ୍‌ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri