ପ୍ରସନ୍ନଙ୍କୁ କଡ଼ା ଜବାବ ଦେଲେ ଦେବୀ ମିଶ୍ର, କହିଲେ ବାବା ବିଜେଡିରେ ଥିବାବେଳେ ଦଣ୍ଡ ଧରି…

ଭୁବନେଶ୍ୱର,୧୨ା୪: ଭାଜପା ନେତା ପ୍ରସନ୍ନ ପାଟ୍ଟଶାଣୀଙ୍କ ଆକ୍ଷେପର କଡ଼ା ଜବାବ ଦେଇଛନ୍ତି ବିଜେଡି ନେତା ଦେବୀ ମିଶ୍ର। ସେ କହିଛନ୍ତି, ରାଜନୀତିରେ ଆକ୍ଷେପ ପ୍ରତି ଆକ୍ଷେପ ରହିଥାଏ। ବାବା ବିଜେଡିରେ ଥିବାବେଳେ ଦଣ୍ଡଧରି ଦଳର ଦଉଡ଼ିକୁ ସମ୍ଭାଳି ଥିଲେ। ଯୁଆଡ଼େ ଗଲେ ବି ବାବାଙ୍କ ଦଣ୍ଡର ପ୍ରଭାବ ରହିବ। ବିଜେଡିରେ ଅସନ୍ତୋଷ କେଉଁଠି ବି ନାହିଁ ।

ସୂଚନା ଥାଉକି, ପ୍ରସନ୍ନ ପାଟ୍ଟଶାଣୀ ନବୀନଙ୍କୁ ମିଛ କହୁଥିବା କହିଥିବାବେଳେ ଏହାର ଜବାବ ଦେଇଛନ୍ତି ଦେବୀ ମିଶ୍ର। ପାଟ୍ଟଶାଣୀ କହିଥିଲେ, ନବୀନ ଭୀଷଣ ମିଛ କହୁଛନ୍ତି। ପାଣ୍ଡିଆନଙ୍କ କଥାରେ ନବୀନ ମିଛ କହି ଚାଲିଛନ୍ତି। ଦଳରେ କ’ଣ ଅଛି ଯେ, ସେ ଦଳ ଗଢ଼ିବେ। ବିଜେଡିରେ ଏବେ ଷଡ଼ଯନ୍ତ୍ର ଚାଲିଛି। ମୋ’ ବିରୋଧରେ ବି ପାଣ୍ଡିଆନ ଷଡ଼ଯନ୍ତ୍ର କରିଥିବା ପାଟ୍ଟଶାଣୀ ଏତେ ଦିନରେ ତୁଣ୍ଡ ଖୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri