ଶ୍ରୀମନ୍ଦିର ସମ୍ମୁଖରେ ଦେବୀସଭା: ୧୪୪ ଧାରା ଜାରି

ପୁରୀ ଅଫିସ,୨୭।୧୦: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକାଠି ହୋଇଛନ୍ତି ଗୋଷାଣୀ। ଏହା ଦେବୀସଭା ଭାବେ ପରିଚିତ। ତେବେ କରୋନା ପାଇଁ ଚଳିତବର୍ଷ ପ୍ରଶାସନ ପକ୍ଷରୁ ଅନେକ କଟକଣା ଜାରି କରାଯାଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଓ ମରିଚିକୋଟ ଛକ ପର୍ଯ୍ୟନ୍ତ ୧୪୪ ଧାରା ଜାରି ହୋଇଛି। ପ୍ରତ୍ୟକ ଗୋଷାଣୀ ପାଇଁ ମାତ୍ର ୭ ଜଣଙ୍କୁ ଅନୁମତି ଦେଇଛି ପ୍ରଶାସନ। ସେମାନଙ୍କୁ ପରିଚୟପତ୍ର ଦିଆଯାଇଛି। ଶ୍ରୀମନ୍ଦିରକୁ ମହାପ୍ରଭୁଙ୍କ ସେବାପୂଜା ପାଇଁ ଯାଉଥିବା କୌଣସି ସେବାୟତଙ୍କୁ ଅଟକାଯାଉ ନାହିଁ। ସେଭଳି ସମସ୍ତ ଜରୁରୀକାଳୀନ ସେବା କିପରି ପ୍ରଭାବିତ ନ ହେବ ତାହା ଉପରେ ଗୁରୁତ୍ୱ ଦିଆଯାଇଛି।
ଶ୍ରୀକ୍ଷେତ୍ରର ପ୍ରମୁଖ ସାତ ସାହି ଓ ଆଖଡା ଦ୍ୱାରା ହେଉଥିବା ୪୦ରୁ ଊଦ୍ଧର୍‌ବ ଗୋଷାଣୀ ସିଂହଦ୍ୱାରକୁ ଭଷାଣ ଶୋଭାଯାତ୍ରାରେ ଆସିବା ସମୟରେ ବାଜା ବାଜିବନି କି ଆଲୋକ ଲାଗିବନି ନାହିଁ ବୋଲି ପୂର୍ବରୁ ଘୋଷଣା କରାଯାଇଛି। ଶ୍ରୀମନ୍ଦିରରେ ଏକାଦଶୀ ଦୀପ ଉଠିବା ପରେ ମଙ୍ଗଳାଘାଟକୁ ଗୋଷାଣୀ ଶୋଭାଯାତ୍ରା ଯାଇ ସେଠାରେ ହୋଇଥିବା କୃତିମ ପୋଖରୀରେ ବିସର୍ଜନ କରାଯିବ। ଜିଲପାଳ ବଲୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଗତ ୨୩ ତାରିଖରେ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା। ପରମ୍ପରା ରକ୍ଷା ପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ସମସ୍ତ ଗୋଷାଣୀ ଏକତ୍ରିକରଣ ସହ ଦେବୀ ସଭା ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି ।…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri