Posted inଜାତୀୟ

ପୃଥିବୀର ନିକଟତର ଡେଭିଲ୍‌ ଧୂମକେତୁ: ୭୧ ବର୍ଷ ପରେ ବିରଳ ସଂଯୋଗ

ମୁମ୍ବାଇ,୨୨ା୪:ଡେଭିଲ ଧୂମକେତୁ ଭାବେ ପରିଚିତ ‘୧୨ପି/ପୋନ୍ସ-ବ୍ରୁକ୍ସ’ ରବିବାର ପୃଥିବୀର ନିକଟତର ହୋଇଛି। ୭୧ ବର୍ଷ ପରେ ଘଟିଥିବା ଏହି ବିରଳ ସଂଯୋଗ ଭାରତୀୟ ତଥା ବିଶ୍ୱର ବୈଜ୍ଞାନିକମାନଙ୍କୁ ରୋମାଞ୍ଚତ୍ତ କରିଛି। ସୂର୍ଯ୍ୟଙ୍କୁ ପରିକ୍ରମା କରୁଥିବା ଏହି ଧୂମକେତୁ ମାର୍ଚ୍ଚ ପ୍ରଥମ ଭାଗରୁ ଏକ ଉଜ୍ଜ୍ୱଳ କ୍ଷୁଦ୍ର ବିନ୍ଦୁ ଭାବେ ଦୃଶ୍ୟମାନ ହେଉଥିଲା। କେତେଜଣ ଭାରତୀୟ ଜ୍ୟୋତିର୍ବିଜ୍ଞାନୀ ଏହାକୁ କ୍ୟାମେରାରେ ଉତ୍ତୋଳନ କରିଛନ୍ତି। ସୋମବାରଠାରୁ ଉକ୍ତ ଧୂମକେତୁ ସୂର୍ଯ୍ୟଙ୍କ ନିକଟତମ ପଏଣ୍ଟରୁ ଏହାର ଯାତ୍ରା ଆରମ୍ଭ କରିବ ଓ ସବୁଠୁ ଉଜ୍ଜ୍ୱଳ ଦେଖାଯିବ। ଜୁନ୍‌ରେ ଏହା ୨୩୨ ନିୟୁତ କିଲୋମିଟର ଦୂରତାରେ ପହଞ୍ଚତ୍ବା ପର୍ଯ୍ୟନ୍ତ ପୃଥିବୀର ବିଭିନ୍ନ ଭାଗକୁ ଝାପ୍‌ସା ଦୃଶ୍ୟ ହେବ ବୋଲି ମୁମ୍ବାଇର ଆମାଟିଉର ଆଷ୍ଟ୍ରୋନମର୍ସ ଆସୋସିଏଶନର ପ୍ରତିଷ୍ଠାତା ସମ୍ପାଦକ ଭରତ ଅଦୁର କହିଛନ୍ତି।
ଡେଭିଲ ଧୂମକେତୁର ଉଚ୍ଚତା ଏଭରେଷ୍ଟ ଶୃଙ୍ଗର ଉଚ୍ଚତା (୮.୮୪ କିଲୋମିଟର)ଠାରୁ ଅଧିକ। ଏଥିରେ ଥିବା ଶିଳା ଓ ବରଫର ମୋଟ ଉଚ୍ଚତା ପ୍ରାୟ ୧୭ କିଲୋମିଟର, ଯାହାକି ହିମାଳୟ ଉଚ୍ଚତାର ଦୁଇଗୁଣରୁ ଅଧିକ। ଧୂମକେତୁର ବ୍ୟାସ ୩୦ କିଲୋମିଟର ହୋଇଥିବାବେଳେ ଏହାର ଘଣ୍ଟାପ୍ରତି ବେଗ ୨୬,୦୦୦ କିଲୋମିଟର ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri