ବୁଧବାର ଶ୍ରୀମନ୍ଦିରରେ ମିଳିବ ‘ନୀଳାଚଳ ଅବଢ଼ା’

ପୁରୀ ଅଫିସ,୧୨।୭- ନବଦିନାମତ୍କ ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କ ସହ ଏବେ ଶ୍ରୀମନ୍ଦିର ରତ୍ନସିଂହାସନରେ ବିରାଜମାନ କରୁଛନ୍ତି। ସ୍ନାନପୂର୍ଣ୍ଣିମାଠାରୁ ଶୂନ୍ୟ ପଡିଥିବା ଶ୍ରୀମନ୍ଦିରକୁ ମହାପ୍ରଭୁଙ୍କ ବିଜେ କରୁଥିବାରୁ ପୁଣି ଚଳଚଞ୍ଚଳ ହୋଇଉଠିଛି। ମହାପ୍ରଭୁ ଶ୍ରୀମନ୍ଦିରକୁ ବିଜେ କରିବା ପରେ ବୁଧବାରଠାରୁ ଶ୍ରୀମନ୍ଦିରରେ ନୀଳାଚଳ ଅବଢ଼ା ବାହାରିବ। ଭକ୍ତ ଏବଂ ଶ୍ରଦ୍ଧାଳୁ ମହାପ୍ରସାଦ ପାଇବେ।

ତେବେ ବାହୁଡା ଦିନଠାରୁ ମହାପ୍ରଭୁଙ୍କ ନିକଟରେ ମହାପ୍ରସାଦ ଭୋଗ ଲାଗିହୋଇ ନ ଥିଲା। ମହାପ୍ରଭୁ ରଥ ଉପରେ ଥିବାରୁ ମହାପ୍ରଭୁଙ୍କୁ ଶୁଖୁଲି ମହାପ୍ରସାଦ ଲାଗି ହେଉଥିଲା। ମହାପ୍ରଭୁ ଶ୍ରୀମନ୍ଦିରକୁ ବିଜେ କରିବାପରେ ବୁଧବାର ମହାପ୍ରଭୁଙ୍କ ନିକଟରେ ମହାପ୍ରସାଦ ଲାଗି ହେବ। ରଥଯାତ୍ରା ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନିକଟରେ ପ୍ରଥମକରି ମହାପ୍ରସାଦ ଲାଗି ହେଉଥିବାରୁ ଏହାକୁ ନୀଳାଚଳ ଅବଢା ବୋଲି କୁହାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?