Posted inଫୁରସତ

ଶାନ୍ତି ପାଇଁ ଜୀବନ ଉତ୍ସର୍ଗ କରିଥିଲେ

ସମଗ୍ର ବିଶ୍ୱରେ ଅନେକ ମହାନ ବ୍ୟକ୍ତି ଜନ୍ମ ନେଇଛନ୍ତି, ଯେଉଁମାନେ ସେମାନଙ୍କର କାର୍ଯ୍ୟ ଏବଂ ଚିନ୍ତାଧାରା ସହିତ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଏପରି ଲୋକମାନଙ୍କ ମଧ୍ୟରେ ଦକ୍ଷିଣ ଆଫ୍ରିକାର ନେଲସନ ମଣ୍ଡେଲା ଅନ୍ୟତମ। ସେ ନିଜର ସମଗ୍ର ଜୀବନକୁ ଶାନ୍ତି ତଥା ବର୍ଣ୍ଣବୈଷମ୍ୟ ବିରୋଧରେ ଉତ୍ସର୍ଗ କରିଥିଲେ। ଜୁଲାଇ ୧୮ରେ ମାଣ୍ଡେଲାଙ୍କ ଜନ୍ମଦିନକୁ ଅନ୍ତର୍ଜାତୀୟ ମଣ୍ଡେଲା ଦିବସ ଭାବରେ ପାଳନ କରାଯାଏ।
ଦିବସ ପ୍ରଥମେ ଜୁଲାଇ ୧୮, ୨୦୧୦ରେ ପାଳନ କରାଯାଇଥିଲା। ଏହାପୂର୍ବରୁ ନଭେମ୍ବର ୨୦୦୯ରେ ମିଳିତ ଜାତିସଂଘ ଆନୁଷ୍ଠାନିକ ଭାବରେ ନେଲସନ ଅନ୍ତର୍ଜାତୀୟ ମଣ୍ଡେଲା ଦିବସ ପାଳନ କରିବାକୁ ଘୋଷଣା କରିଥିଲା। ସେବେଠାରୁ ଆଜି ପର୍ଯ୍ୟନ୍ତ ପ୍ରତିବର୍ଷ ଜୁଲାଇ ୧୮ରେ ଅନ୍ତର୍ଜାତୀୟ ନେଲସନ ମଣ୍ଡେଲା ଦିବସ ଭାବରେ ପାଳନ କରାଯାଏ। ନେଲସନ ମଣ୍ଡେଲା ତାଙ୍କର ସମଗ୍ର ଜୀବନ ରଙ୍ଗଭେଦ ବିରୋଧରେ ଏବଂ ଶାନ୍ତି ପାଇଁ ଲଢିଥିଲେ। ଏହି ଦିନର ଉଦ୍ଦେଶ୍ୟ ହେଉଛି ଲୋକଙ୍କୁ ଦାରିଦ୍ର, ସାଂସ୍କୃତିକ ବିବିଧତା, ଶାନ୍ତି ଏବଂ ସମନ୍ବୟ ସହ ଲଢିବାକୁ ଉତ୍ସାହିତ କରିବା।
ବିଶ୍ୱରେ ଶାନ୍ତି ପାଇଁ ନେଲସନ ମଣ୍ଡେଲାଙ୍କ ଅକ୍ଲାନ୍ତ ଉଦ୍ୟମକୁ ଦୃଷ୍ଟିରେ ରଖି ୨୦୧୪ରେ ମିଳିତ ଜାତିସଂଘ ସାଧାରଣ ସଭା ମଧ୍ୟ ନେଲସନ ମଣ୍ଡେଲା ପୁରସ୍କାର ଦେବାକୁ ଘୋଷଣା କରିଥିଲା। ଏହି ପୁରସ୍କାର ପ୍ରତି ପାଞ୍ଚ ବର୍ଷରେ ଥରେ ଦିଆଯାଏ। ଯେଉଁମାନେ ମାନବିକତାର ସେବାରେ ନିଜର ସମସ୍ତ ଜୀବନକୁ ଉତ୍ସର୍ଗ କରିଛନ୍ତି ସେମାନଙ୍କ ସଫଳତାକୁ ଚିହ୍ନିବା ପାଇଁ ଏହି ପୁରସ୍କାର ଦିଆଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri