Posted inଜାତୀୟ

ନିଜ ଜିଭ କାଟି ଦେବୀଙ୍କୁ ଭେଟି ଦେଲେ ଭକ୍ତ

ଲକ୍ଷ୍ନୌ,୧୧ା୯: ଉତ୍ତର ପ୍ରଦେଶ କୌଶମ୍ବିର ସମ୍ପତ ନାମକ ଜଣେ ବ୍ୟକ୍ତି ନିଜ ଜିଭ କାଟି ଦେବୀଙ୍କୁ ଭେଟି ଦେଇଥିବାର ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୮ ବର୍ଷୀୟ ସମ୍ପତ ଶନିବାର ମା’ ଶୀତଲା ମନ୍ଦିରକୁ ଯାଇଥିବାବେଳେ ସେଠାରେ ନିଜ ଜିଭ କାଟି ଦେଇଥିଲେ। ଏହାର ସୂଚନା ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମ୍ପତଙ୍କୁ ଡାକ୍ତରଖାନା ନେଇଥିଲା। ତେବେ ଯୁବକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଶନିବାର ସ୍ତ୍ରୀ ବନ୍ନୋ ଦେବୀଙ୍କ ସହ ସମ୍ପତ ଗଙ୍ଗା ନଦୀରେ ସ୍ନାନ କରିବା ପରେ ମା’ ଶୀତଲା ଦେବୀଙ୍କ ମନ୍ଦିର ପରିକ୍ରମା କରିଥିଲେ। ଏହାପରେ ସମ୍ପତ ନିଜ ଜିଭ କାଟି ମନ୍ଦିର ଚଉକାଠରେ ଦେବୀଙ୍କ ଉଦ୍ଦେଶ୍ୟରେ ଥୋଇଥିବା ଖରହା ଧାମ୍‌ ଥାନା ଅଧିକାରୀ ଅଭିଳାଷ ତିଓ୍ବାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଦୁଇପଟୁ ଘେରାଉ: ପାହାଡ଼ରେ ଯୁଦ୍ଧ ବିମାନ, ସମୁଦ୍ରରେ ଯୁଦ୍ଧପୋତ

ନୂଆଦିଲ୍ଲୀ, ୭।୭: ଚାଇନାର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗଲଓ୍ବାନ ଘାଟିର ହିଂସ୍ରକ ଘଟଣା ପରେ ଏବେ ଚାଇନା ହରଡ଼ଘଣାରେ ପଡ଼ିଛି। ଗୋଟିଏ ପଟେ...

ଟ୍ରମ୍ପ୍‌ଙ୍କୁ ପଚାରିଲେ ଥରୁର୍‌: ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍‌ ତ ନେଲ; ପ୍ରତିଷେଧକ ଟୀକା ପ୍ରଥମେ ଆମକୁ ଦେବ ତ !

ନୂଆଦିଲ୍ଲୀ,୮।୪: କରୋନା ମୁକାବିଲା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଅନୁରୋଧ ରକ୍ଷାକରି ଭାରତ ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍‌ ଟ୍ୟାବଲେଟ୍‌ ପଠାଇଛି। ଏନେଇ କଂଗ୍ରେସ ପକ୍ଷରୁ ଶଶି ଥରୁର୍‌...

କରୋନା ପ୍ରକୋପ: ଆମାଜନରେ ଅଧା କିଲୋ ଭେଣ୍ଡିର ଦାମ୍‌ ୪୦୦ଟଙ୍କା

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ୍‌ର ସଂକ୍ରମଣକୁ ରୋକିବା ପାଇଁ ସମସ୍ତେ ନିଜ ଘରେ ଏକପ୍ରକାର ବନ୍ଦୀ ହୋଇରହିଛନ୍ତି। ଏଭଳି ସ୍ଥିତିରେ ଘରେ ରହୁଥିବା ଲୋକ ଶପିଂ ପାଇଁ...

ଭାରତର ତ୍ରୟୋଦଶ ରାଷ୍ଟ୍ରପତି ଥିଲେ ପ୍ରଣବ

ନୂଆଦିଲ୍ଲୀ,୩୧।୮-ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁବେଳକକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। କିଛିଦିନ ହେବ ସେ ଅସୁସ୍ଥ ଥିଲେ। ପରେ...

ନିର୍ବାଚନ ନ ଲଢ଼ି ମୁଖ୍ୟମନ୍ତ୍ରୀ: ରାବ୍ରୀ ଦେବୀ-ମୋଦିଙ୍କ ସମକ୍ଷକ ହେବେ ଉଦ୍ଧବ

ମୁମ୍ବାଇ,୨୭।୧୧: ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଗୁରୁବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ସେ ଏହା ପୂର୍ବରୁ କୌଣସି ନିର୍ବାଚନ ଲଢ଼ି ନାହାଁନ୍ତି। ତେବେ...

ସମସ୍ତ ରାସ୍ତାକୁ ଖାଲଖମାରୁ ମୁକ୍ତ କରିବାକୁ ଯୋଗୀ ସରକାରଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଦେଶର ସମସ୍ତ ରାସ୍ତାକୁ ଖାଲଖମାରୁ ମୁକ୍ତ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଲୋକଭବନରେ ଆୟୋଜିତ ହୋଇଥିବା ଏକ...

ସତ ପଦାକୁ ଆସିବା ଜରୁରୀ

ନୂଆଦିଲ୍ଲୀ,୨୮।୧୦: ନିଜ ନାଗରିକଙ୍କ ବିରୋଧରେ ଗୁପ୍ତଚରଗିରି କରାଇବା ଲାଗି ଇସ୍ରାଏଲର ଟେକ୍ନୋଲୋଜି ଫାର୍ମ ଏନ୍‌ଏସ୍‌ଓ ଗ୍ରୁପ୍‌ଠାରୁ ପେଗାସସ୍‌ ସ୍ପାଏଓ୍ବେର ଆଣି କେନ୍ଦ୍ର ସରକାର ତାକୁ ବ୍ୟବହାର...

ଛେଳିକୁ ବାନ୍ଧି ନେଲେ ପୋଲିସ ବାବୁ: ଭିଆଇପି ବଙ୍ଗଳାରେ ଗଛପତ୍ର ଖାଇବା ଅଭିଯୋଗ

ଭୋପାଳ,୯।୯: ପୋଲିସ ଥାନାକୁ ଅପରାଧି ବନ୍ଧା ହୋଇ ଆସିବା ସାଧାରଣ ଘଟଣା। ତେବେ ମଧ୍ୟପ୍ରଦେଶ ମୁରେନା ସହରର ଓ୍ବାଟର ଓ୍ବାକର୍ସ କଲୋନୀରେ ବାସ କରୁଥିବା ଦୀପକ...

Advertisement
Archives

Model This Week