ଜଗାକୁ ଶେଷ ଦର୍ଶନ କରି ଚାଲିଗଲା ଜୀବନ

ପୁରୀ ଅଫିସ, ୧୭।୪: ଜଗାକୁ ଶେଷ ଦର୍ଶନ କରି ଚାଲିଗଲା ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀରେ। ରବିବାର ଶ୍ରୀମନ୍ଦିରରେ ଠାକୁରଙ୍କ ଦର୍ଶନ କରୁଥିବା ବେଳେ ଛତିଶଗଡ଼ରୁ ଆସିଥିବା ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ସେ ହେଲେ  ୱାଇ.ଜି. ମୂର୍ତ୍ତି।
ସୂଚନା ଅନୁସାରେ, ଜଗା ଦର୍ଶନ ପାଇଁ ୱାଇ.ଜି. ଛତିଶଗଡ଼ରୁ ପୁରୀ ଆସିଥିଲେ । ଶ୍ରୀମନ୍ଦିରରେ ଦର୍ଶନ କରି ବେଳେ ବିମଳା ମନ୍ଦିର ନିକଟରେ ହଠାତ୍‌ ସେ ଅଚେତ ହୋଇ ପଡ଼ିଥିଲେ । ତୁରନ୍ତ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।
ସେପଟେ ଭକ୍ତଙ୍କ ମତ୍ୟୁୁ ପରେ ଶ୍ରୀମନ୍ଦିରରେ ନୀତିକାନ୍ତି ବନ୍ଦ ନେଇ କୌଣସି ସୂଚନା ମିଳିନାହିଁ । ଯେହେତୁ ସେ ବେଢା ଭିତରେ ଅଚେତ ଅବସ୍ଥାରେ ପଡ଼ିଥିଲେ, ତେଣୁ ମହାପ୍ରଭୁଙ୍କ ନୀତିକାନ୍ତିରେ କୌଣସି ବିଘ୍ନ ସୃଷ୍ଟ ହେବ ନାହିଁ ବୋଲି ସେବାୟତମାନେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫଦାରି ଚିତ୍ର ଅସ୍ପଷ୍ଟ

ଢେଙ୍କାନାଳ ଅଫିସ୍‌/ ରାସୋଳ(ଡି.ଏନ୍‌.ଏ.), ୧୫ା୧ ଢେଙ୍କାନାଳ ଜିଲା ରାସୋଳସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଡକାୟତି ଘଟଣାକୁ ଶୁକ୍ରବାର ୩ଦିନ ବିତିଥିବାବେଳେ ଗିରଫଦାରି ସମ୍ପର୍କରେ ପୋଲିସ ସ୍ପଷ୍ଟ...

ବଳାତ୍କାରୀଙ୍କୁ ପିଟିପିଟି ହତ୍ୟା କଲେ ଗ୍ରାମବାସୀ

ସୋର,୩୦।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ସିଙ୍ଘାଖୁଣ୍ଟା ପଞ୍ଚାୟତର କରଞ୍ଜବଣିଆ ଗ୍ରାମର ଜଣେ ମହିଳାଙ୍କୁ ଜଣେ ଯୁବକ ବଳାତ୍କାର କରିଥିବାରୁ ସ୍ଥାନୀୟ ଲୋକେ ପିଟି...

ଶୋଇଥିଲେ କ୍ଷେତରେ, ରାତି ଅଧରେ ପହଞ୍ଚିଲା ମୃତ୍ୟୁ

ବନ୍ତଳା,୧୫।୧୦(ବ୍ୟୁରୋ): ରାତିରେ ଫସଲକୁ ଜଗିବା ପାଇଁ କ୍ଷେତରେ ମଞ୍ଚ ଉପରେ ଶୋଇଥିଲେ। ଅଧରାତିରେ ହଠାତ୍‌ ମୃତ୍ୟୁ ରୂପେ ପହଞ୍ଚିଥିଲା ହାତୀ। ହାତୀ ଦଳି ଦେବାରୁ କ୍ଷେତରେ...

ସର୍ଭେ କରିବାକୁ ଯାଇ ନଦୀରେ ନିଖୋଜ ଘଟଣା: ଛତିଶଗଡ଼ରୁ ମିଳିଲା ସୌଭାଗ୍ୟଙ୍କ ମୃତଦେହ

ବେଗୁନିଆପଡା,୨୩ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା ବେଗୁନିଆପଡା ବ୍ଲକ କୋଦଳା ଥାନା ଅନ୍ତର୍ଗତ ବଡଖଇରଖମା ଗ୍ରାମର ସୌଭାଗ୍ୟ କୁମାର ମହାରଣା ଗତ ୧୭ତାରିଖରେ ମାଲକାନଗିରି ଜିଲା ମାଥିଲି ଥାନା...

ଆଜି ଦେବ ଦମ୍ପତ୍ତିଙ୍କ ବିବାହ

ଆରଡି, ୨୪।୫( ଡି.ଏନ.ଏ.): ଆଜି ଶିବ ବିବାହ। ଏହି ଉପଲକ୍ଷେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡି ସକାଳଠାରୁ ଉତ୍ସବମୁଖର ହୋଇଉଠିଛି। ପୂର୍ବାହ୍ନ୍ଣରେ ହନୁମାନ ମହାପ୍ରଭୁ...

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଭାଜପା ନେତା

କେନ୍ଦୁଝର,୧ା୮(ସ୍ବ.ପ୍ର.) କେନ୍ଦୁଝର ଜିଲା ଭାଜପାର ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ନେତୃତ୍ୱରେ ଆନନ୍ଦପୁର ବିଧାନସଭାର ଭାଜପା ନେତା ଆଲୋକ ସେଠୀ ଜିଲା ସାଧାରଣ ସମ୍ପାଦକ...

ଆଜି ଭଙ୍ଗାଯିବ ବଡ଼ ଆଖଡ଼ା ମଠ

ପୁରୀ ଅଫିସ,୩।୯: ଶ୍ରୀମନ୍ଦିର ସୁରକ୍ଷା ଆଉ ପୁରୀ ସହରର ବିକାଶ ପାଇଁ ମାଟିରେ ମିଶିବ ଆଉ ଏକ ଐତିହ୍ୟ। ତୃତୀୟ ମଠ ଭାବେ ସତ୍ତା ହରାଇବ...

ଖୋର୍ଦ୍ଧାରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୫ା୩ (ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ମଙ୍ଗଳବାର ରାତିରେ ଖୋର୍ଦ୍ଧାରେ ଚଢ଼ାଉ କରି ୩୦୫ ଗ୍ରାମ୍‌ର ବ୍ରାଉନସୁଗାର ଜବତ କରିବା ସହ ସମ୍ପୃକ୍ତ ଜଣେ ବେପାରୀଙ୍କୁ ଗିରଫ...

Advertisement
Archives

Model This Week