ମହାପ୍ରଭୁଙ୍କୁ ନେଇ କାର୍ଟୁନ: ଶ୍ରଦ୍ଧାଳୁ, ସେବାୟତଙ୍କ ନାପସନ୍ଦ

ପୁରୀ ଅଫିସ,୫।୭: ମହାପ୍ରଭୁଙ୍କୁ ନେଇ ହୋଇଥିବା ଏକ କାର୍ଟୁନ ଚିତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ନୀଳାଦ୍ରିବିଜେ କାହାଣୀକୁ ନେଇ ଏହି କାର୍ଟୁନ କରାଯାଇଛି। ଭାଇ, ଭଉଣୀକୁ ସାଥିରେ ନେଇ ମହାପ୍ରଭୁ ଶ୍ରୀଜଗନ୍ନାଥ ନବଦିନାତ୍ମକ ଯାତ୍ରା କରିଥିଲେ। ତେଣୁ ଅଭିମାନ କରିଥିଲେ ଲକ୍ଷ୍ମୀ। ମହାପ୍ରଭୁ ଫେରିବା ପରେ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ମନାଇବା ପାଇଁ ସାଙ୍ଗରେ ଆଣିଥିଲେ ରସଗୋଲା। ନୀଳାଦ୍ରିବିଜେ ଦିନ ମହାପ୍ରଭୁ ରସଗୋଲା ଖୁଆଇ ମା’ ଲକ୍ଷ୍ମୀ ଠାକୁରାଣୀଙ୍କ ମାନଭଞ୍ଜନ କରିଥାନ୍ତି ବୋଲି ପରମ୍ପରା ରହିଛି। ତେଣୁ ଏହାକୁ ନେଇ କେହି କାର୍ଟୁନ କରିବା ପରେ ସୋସିଆଲ ମିଡିଆରେ ଏହା ଭାଇରାଲ ହେବାରେ ଲାଗିଛି। ଆଗରେ ଦେବୀ ସୁଭଦ୍ରା ଓ ବଡ଼ଠାକୁର ବଳଭଦ୍ର ଶ୍ରୀମନ୍ଦିରକୁ ପ୍ରବେଶ କରି ଲୁଚିକି ଚାହିଁଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ହାତରେ ରସଗୋଲା ଧରି ଲକ୍ଷ୍ମୀଙ୍କ ପାଖକୁ ଯିବାର ଚିତ୍ର ରହିଛି। ତେଣୁ ଏହି କାର୍ଟୁନକୁ ଭକ୍ତ ଏବଂ ସେବାୟତ ନାପସନ୍ଦ କରିଛନ୍ତି । ମହାପ୍ରଭୁଙ୍କୁ ନେଇ ଏଭଳି କାର୍ଟୁନ କରିବା କଥା ନୁହେଁ ବୋଲି କ୍ଷୋଭର ସହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜିଲାରେ ପାଇଲଟ୍‌ ପ୍ରକଳ୍ପ

ଭୁବନେଶ୍ୱର,୩।୮(ବ୍ୟୁରୋ): କୃଷକଙ୍କ ଆୟ ବହୁଗୁଣିତ କରିବା ନିମନ୍ତେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ‘ବୃହତ୍‌ ଉଠାଜଳସେଚନ ପ୍ରକଳ୍ପରେ ଫସଲ ବିବିଧୀକରଣ’ କାର୍ଯ୍ୟକ୍ରମ ଆରମ୍ଭ...

ନାବାଳିକା ଗର୍ଭବତୀ, ଅଭିଯୁକ୍ତଙ୍କୁ ଜେଲ ଦଣ୍ଡ

ନିରାକାରପୁର,୨୨ା୯(ଡି.ଏନ.ଏ.): ବିବାହ ପାଇଁ ଦୁଇ ପରିବାର ମଧ୍ୟରେ ଆଲୋଚନା ହେଲା। ଝିଅ ନାବାଳିକା ଥିବାରୁ ସାବାଳିକା ହେବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ଦୁଇ ପରିବାର ସହମତି...

ଦାଦନ ଖଟିବାକୁ ଯାଇଥିଲେ: ଟ୍ରେନ ଲାଇନରୁ ମିଳିଲା ମୃତଦେହ

କୋକସରା,୧୦।୩(ଡି.ଏନ୍‌.ଏ.): ଦାଦନ ଖଟିବାକୁ ଯାଇ କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଖୁଣ୍ଟିଆ ଗ୍ରାମର ଜଣେ ଯୁବକଙ୍କ ମୃତଦେହ ଟ୍ରେନ୍‌ ଲାଇନରୁ ଉଦ୍ଧାର ହୋଇଛି।...

ଆମ୍ବଲାନ୍ସକୁ ଧକ୍କା ଦେଲା ଗୋରୁ ବୋଝେଇ ପିକ୍‌ଅପ୍‌: ୧୦ରୁ ଊର୍ଦ୍ଧ୍ୱ ଗୋରୁ ଉଦ୍ଧାର, ଜଣେ ଆହତ

ବାହାନଗା,୨୨ା୯(ଡି.ଏନ.ଏ.)-ବାହାନଗା ବ୍ଲକ ଖନ୍ତାପଡାସ୍ଥିତ ୧୬ ନମ୍ବର ଜାତୀୟ ରାଜପଥ ଚିତାପଦା ଡାଇଭର୍ଶନଠାରେ ସୋମବାର ଏକ ଆମ୍ବଲାନ୍ସ ପଛପଟୁ ଗୋରୁ ବୋଝେଇ ପିକଅପ୍‌ ଭ୍ୟାନ ଧକ୍କା ଦେଇଥିଲା...

ସରପଞ୍ଚ ପଦବୀ ପାଇଁ ମଇଦାନରେ ୯ ମାସର ଗର୍ଭବତୀ

ନୂଆପଡ଼ା ଅଫିସ,୭।୨: ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରଚାର ସେତିକି ଜୋର ଧରିବାରେ ଲାଗିଛି। ଏଭଳିସ୍ଥିତିରେ ଜଣେ ୯ ମାସର ଗର୍ଭବତୀ ନିର୍ବାଚନ ମଇଦାନକୁ...

ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି: ଭଙ୍ଗାରୁଜା ନେଇ ମାମଲା ରୁଜୁ, ଉଭୟ ପକ୍ଷ ସହ ଆଲୋଚନା

ଛତ୍ରପୁର,୨୮ା୬(ଡି.ଏନ.ଏ.)- ଚମାଖଣ୍ଡି ଥାନା ଅଞ୍ଚଳରେ ଥିବା ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ଦେଖାଦେଇଛି ା ଟାଟା ଷ୍ଟିଲ୍‌ରେ ସ୍ଥାୟୀ ନିଯୁକ୍ତି ଦାବି ନେଇ ଠିକା କର୍ମଚାରୀ...

ଜନତା କର୍ଫ୍ୟୁକୁ ସମର୍ଥନ : ପାଟଣାରେ ଦୋକାନ ବଜାର ବନ୍ଦ

ପାଟଣା,୨୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସମସ୍ତ ଦୋକାନ ବଜାର ଜନତା କର୍ଫ୍ୟୁକୁ ସମର୍ଥନ କରି ରବିବାର ବନ୍ଦ ରହିଥିବା ଦେଖିବାକୁ ମିଳିଛି। ଏଥିସହ...

୪୧ ଶ୍ରମିକଙ୍କୁ ବସ୍‌ରେ ପଠାଇଲା ପ୍ରଶାସନ

ପିପିଲି,୨୧ା୫(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ପୋଲିସ ଉଦ୍ୟମରେ ଗୁରୁବାର ୪୧ଜଣ ଶ୍ରମିକ ଏକ ସ୍ବତନ୍ତ୍ର ବସ୍‌ରେ ନିଜ ଅଞ୍ଚଳକୁ ଫେରିଛନ୍ତି। ଲକ୍‌ଡାଉନ ଅବଧି ବଢ଼ିବା ପରେ ଶ୍ରମିକମାନେ ଚାଲିଚାଲି...

Advertisement
Archives

Model This Week