Categories: Video

ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

ଆଜିଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିଛି ସିଂହଦ୍ୱାର । ଦୀର୍ଘଦିନ ପରେ ଆଜି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ । ଆଜିଠାରୁ ସମସ୍ତ ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ଆରମ୍ଭ ହୋଇଛି । ଆଜି ପ୍ରଥମ ଦିନରେ ରାଜ୍ୟ ଓ ରାଜ୍ୟ ବାହାରୁ ବହୁ ଶ୍ରଦ୍ଧାଳୁ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ମନ୍ଦିର ପ୍ରଶାସନ ପକ୍ଷରୁ ପୂର୍ବରୁ ଯେଉଁ ଗାଇଡ୍‌ଲାଇନ୍ ଜାରି କରାଯାଇଥିଲା ସେହି ଅନୁସାରେ ଦର୍ଶନ ବ୍ୟବସ୍ଥା ହୋଇଛି ।