ଏଥର ପୁରୀରେ କାର୍ତ୍ତିକ ବ୍ରତ ପାଳିବେ ହବିଷ୍ୟାଳୀ

ପୁରୀ ଅଫିସ,୭।୯: ଅକ୍ଟୋବର ୧୦ରୁ କାର୍ତ୍ତିକ ବ୍ରତ ଆରମ୍ଭ ହେବ। ୨ ବର୍ଷର ବ୍ୟବଧାନ ପରେ ଏଥର କାର୍ତ୍ତିକ ବ୍ରତ ପାଳିବେ ହବିଷ୍ୟାଳୀ। ଏଥିପାଇଁ ପ୍ରଶାସନ ପକ୍ଷରୁ ପୁରୀରେ ହବିଷ୍ୟାଳୀ ଶିବିର କରାଯିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ଜିଲାପାଳ ସମର୍ଥ ବର୍ମା କହିଛନ୍ତି। ଜିଲାପାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ବୈଠକରେ ଏ ସମ୍ପର୍କରେ ଆଲୋଚନା ହୋଇଥିଲା।
କରୋନା କଟକଣା ଯୋଗୁ ୨ ବର୍ଷ ହେବ ରାଜ୍ୟର ସମସ୍ତ ମନ୍ଦିର ବନ୍ଦ ରହିଥିବା ବେଳେ ପୁରୀ ଯିବାକୁ ହବିଷ୍ୟାଳୀଙ୍କୁ ବାରଣ କରାଯାଇଥିଲା। ହେଲେ ଚଳିତ ବର୍ଷ ସ୍ଥିତି ସାମାନ୍ୟ ଥିବାରୁ ଏଥର ହବିଷ୍ୟାଳିଙ୍କୁ ଗ୍ରୀନ ସିଗନାଲ।


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ

ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ...

ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ

ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri