Posted inଜାତୀୟ

ମୋଦିଙ୍କୁ ଉପଯୁକ୍ତ ଜବାବ ଦେଲେ ବଜରଙ୍ଗବାଲୀଙ୍କ ଭକ୍ତ: କଂଗ୍ରେସ

ବେଙ୍ଗାଲୁରୁ,୧୩।୫: କର୍ନାଟକ ବିଧାନସଭା ନିର୍ବାଚନ ୨୦୨୩ ପାଇଁ ଭୋଟ ଗଣନା ଚାଲିଛି। ତେବେ କଂଗ୍ରେସ ମ୍ୟାଜିକ ନମ୍ବର ୧୧୩ ପାର କରିବା ସହ ଏବେ ୧୨୯ଟି ଆସନରେ ଆଗୁଆ ଥିବା ବେଳେ ଭାଜପା ୬୭ ଏବଂ ଜେଡିଏସ ୨୨ଟି ଆସନରେ ଲିଡ କରୁଛି। ଏହି ସମୟରେ ଭାଜପା କର୍ନାଟକରେ ତା’ର ପରାଜୟକୁ ସ୍ବୀକାର କରିଛି। ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇ କହିଛନ୍ତି, ଆସନ୍ତା ନିର୍ବାଚନରେ ଆମେ ଭଲ କରିବାକୁ ଚେଷ୍ଟା କରିବୁ। ଦଳକୁ ପୁନଃ ସଂଗଠିତ କରିବୁ। ଆମେ ଚୂଡ଼ାନ୍ତ ଫଳାଫଳକୁ ଅପେକ୍ଷା କରିଛୁ । ତେବେ ବୋମାଇ ତାଙ୍କ ଆସନ ଶିଗାଓଁରୁ ଜିତିବା ଏକ ପ୍ରକାରର ନିଶ୍ଚିତ ହୋଇଛି।

ଅନ୍ୟପକ୍ଷରେ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛି। ବଜରଙ୍ଗବାଲୀଙ୍କ ଭକ୍ତମାନେ ମୋଦିଙ୍କୁ ଉପଯୁକ୍ତ ଜବାବ ଦେଇଥିବା କଂଗ୍ରେସ ମୁଖପାତ୍ର ପଓ୍ବନ ଖେଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଖରା, ସୁନ୍ଦରଗଡ଼ ଜିଲାରେ ୨୭ ଯାଏ ସ୍କୁଲ ଛୁଟି ଘୋଷଣା

ସୁନ୍ଦରଗଡ,୨୨ା୪(ଜୟ ନାରାୟଣ ମେଣ୍ଡୁଳି): ବର୍ତ୍ତମାନ ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ସୁନ୍ଦରଗଡ ଜିଲାରେ ଜନ ଜୀବନ ଦୁର୍ବିସହ ହୋଇପଡିଛି । ଦିନର ତାପମାତ୍ରା ଏବେ ୪୧ଡିଗ୍ରୀ ଡେଇଁ ଲାଣି।…

କେନ୍ଦ୍ରୀୟ ବିଦ୍ୟାଳୟର ଅଭିନବ ପ୍ରୟାସ: ଜନ୍ମଦିନରେ ଛାତ୍ର କଲେ ଏମିତି କାମ

ଭଞ୍ଜନଗର,୨୨/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରିବା ପାଇଁ ଅନେକ ସମୟରେ କିଛି ନୂଆ ନୂଆ ପଦକ୍ଷେପ ନେଉଛନ୍ତି।…

ଯନ୍ତ୍ରୀଙ୍କ ‘ଠିକାଦାରୀ’ ରାଜ ବିରୋଧରେ ଜନଗର୍ଜନ: ମହାଘୋଟାଲା ଅଭିଯୋଗ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିକାଶ ନାଁରେ ଚାଲିଥିବା ‘ମହାଘୋଟାଲା’କୁ ନେଇ ଜନଅସନ୍ତୋଷ ଏବେ ଆଗ୍ନେୟଗିରିର ରୂପ ଧାରଣ…

ବଲାଙ୍ଗୀରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ନୀତି ସମ୍ପନ୍ନ, ଦେବଦମ୍ପତିଙ୍କ ମାତାପିତା ସ୍ଥିରୀକୃତ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ଆସନ୍ତା ୧୮ ଜୁନ୍‌ରୁ ୨୦ ଜୁନ୍‌ ପର୍ଯ୍ୟନ୍ତ ହେବ ଦେବଦମ୍ପତିଙ୍କ ଶୁଭ ବିବାହ ଓ ଶୀତଳଷଷ୍ଠୀ ଯାତ୍ରା। ପବିତ୍ର ଅକ୍ଷୟ ତୃତୀୟା ତିଥିରେ…

ବସ ଚକ ତଳେ ପଶିଗଲେ ବାଇକ ଆରୋହୀ: ଭୟଙ୍କର ଦୁର୍ଘଟଣା ସିସିଟିଭିରେ କଏଦ, ଜାଣନ୍ତୁ କ’ଣ ହେଲା

ବଲାଙ୍ଗୀର,୨୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଭିତରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା।…

କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚଳାଚଳ ହେଉ: ୨୦ ଦଫା ଦାବି ନେଇ ରେଳମନ୍ତ୍ରୀଙ୍କୁ ସାକ୍ଷାତ କଲେ କଳାହାଣ୍ଡି ଏମପି

କେସିଙ୍ଗା,୨୨।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଳବିକା ଦେବୀ ବିଭିନ୍ନ ୨୦ ଦଫା ଦାବି ନେଇ ରେଳମନ୍ତ୍ରୀ ଅଶ୍ୱନି ବୈଷ୍ଣବଙ୍କୁ ଦିଲ୍ଲୀସ୍ଥିତ ବାସଭବନରେ ବୁଧବାର ସାକ୍ଷାତ କରିଛନ୍ତି। ପ୍ରଥମେ…

ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକାଠି ହେବେ ୩୦ ଦେଶ, ଲଣ୍ଡନରେ ବସିବ ବୈଠକ, ଜାଣନ୍ତୁ ଭାରତ ସାମିଲ ହେବ କି ନାହିଁ…

ଲଣ୍ଡନ,୨୨ା୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୁଦ୍ର ପଥ ହର୍ମୁଜ ପ୍ରଣାଳୀକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରବଳ ଉତ୍ତେଜନା ଲାଗି ରହିଛି। ଆମେରିକାର ନୌସେନା ଅବରୋଧ…

ପୁଣି ବିହାରରେ ହେବକି ଖେଳ? ତେଜ ପ୍ରତାପ ଯାଦବ-ପ୍ରଶାନ୍ତ କିଶୋରଙ୍କ ଗୁପ୍ତ ବୈଠକ ପରେ…

ପାଟନା,୨୨ା୪: ଜନଶକ୍ତି ଜନତା ଦଳ ସୁପ୍ରିମୋ ତେଜ ପ୍ରତାପ ଯାଦବ ଏବଂ ଜନ ସୂରଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକର ଏକ ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri