ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ଚମ୍ପୁଆ,୧୫ା୧ (ଡି.ଏନ.ଏ) କେନ୍ଦୁଝର ଜିଲାରେ ପବିତ୍ର ମକର ସଂକ୍ରାନ୍ତି ଧୁମ୍‌ଧାମ୍‌ରେ ପାଳନ କରାଯାଇଥାଏ। କିନ୍ତୁ କରୋନା କଟକଣା ଯୋଗୁ ଚଳିତ ବର୍ଷ ମଧ୍ୟ ଏହି ପର୍ବ ଫିକା ପଡ଼ିଛି। ରାଜ୍ୟରେ କରୋନା ଏବଂ ଓମିକ୍ରନ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଜନସମାଗମ ଉପରେ ରୋକ୍‌ ଲଗାଯାଇଥିବାରୁ ମକର ମେଳା ଏକପ୍ରକାର ବନ୍ଦ ହୋଇଯାଇଛି। ଅନ୍ୟପକ୍ଷେ ଲଗାଣ ବର୍ଷା ଲୋକଙ୍କ ଉତ୍ସାହକୁ ଫିକା ପକାଇ ଦେଇଛି। ଚମ୍ପୁଆ ଅଞ୍ଚଳରେ ପ୍ରମୁଖ ମେଳା ପଡ଼ିଆ ଖଁା ଖଁା ହୋଇଯାଇଛି। ଚମ୍ପୁଆ ନିକଟବର୍ତ୍ତୀ ରାମତୀର୍ଥ, କେଶରିକୁଣ୍ଡ, ଦୋମୁହାଣି ଆଦି ପବିତ୍ର ବୈତରଣୀ ତଟରେ ପୂର୍ବବର୍ଷ ଅପେକ୍ଷା କମ୍‌ ଶ୍ରଦ୍ଧାଳୁ ବୁଡ଼ ପକାଇଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କରୋନା କଟକଣା: ଯୋଡ଼ାରେ ଅଡ୍‌-ଇଭିନ୍‌ ଲାଗୁ

ଯୋଡ଼ା,୨୧ା୩ (ଡି.ଏନ୍‌.ଏ.): କରୋନା ସଚେତନତା ପାଇଁ କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଅଡ୍‌-ଇଭିନ୍‌ ଫର୍ମୁଲା ସମଗ୍ର ଜିଲାରେ ଜାରି କରାଯାଇଛି। ଯୋଡା ପୌରପାଳିକାରେ ଏହାର ପ୍ରଭାବ...

‘ସଫଳତା ପାଇବାରେ ଖବରକାଗଜ ସହାୟ ହୋଇଛି’

ବଡ଼ବିଲ, ୨୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ରହୁଥିବା ୟଶ୍‌ ଜାଲୁକା କେନ୍ଦ୍ରୀୟ ଲୋକସେବା ଆୟୋଗ( ୟପିଏସ୍‌ସି) ଦ୍ୱାରା ପରିଚାଳିତ ପରୀକ୍ଷା-୨୦୨୦ରେ ଦେଶରେ ୪ର୍ଥ ସ୍ଥାନ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ

ପାଟଣା,୩।୫ (ସ୍ବ. ପ୍ର.): ୨୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଡିଆନାଳି ବିଦ୍ୟୁତ୍‌ ଷ୍ଟ୍ରକଚର ନିକଟରେ ସୋମବାର ବିଳମ୍ବିତ ରାତ୍ରିରେ ଏକ...

ହାତୀ ମୃତ୍ୟୁ ଘଟଣାରେ ରିପୋର୍ଟ ତଲବ

କେନ୍ଦୁଝର,୨୧ା୫(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଯୋଡ଼ା ସେକ୍ସନ ଅଧିନସ୍ଥ ବାଂଶପାଣି ବେହେରା ହାଟିଂ ନିକଟରେ ଗୁରୁବାର ରାତିରେ ମାଲବାହୀ ଟ୍ରେନ୍‌ ଧକ୍କାରେ ଦୁଇ ଛୁଆ ହାତୀ...

କେନ୍ଦୁଝରରେ ଡବଲ ମର୍ଡର: ଅନ୍ଧବିଶ୍ୱାସରୁ ହତ୍ୟାକାଣ୍ଡ

କେନ୍ଦୁଝର,୨୦।୮(ସ୍ବ.ପ୍ର.): ଅନ୍ଧବିଶ୍ୱାସରୁ ହତ୍ୟାକାଣ୍ଡ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲାରେ। ଗୁଣିଗାରେଡ଼ି କରୁଥିବା ସନ୍ଦେହରେ କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ନୟାଗଡ଼...

ପରିଚୟ ଲୁଚାଇବାକୁ ପଥରରେ ଛେଚି ହତ୍ୟା

ଯୋଡ଼ା,୨୨।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ ହାତୀଦରୀ-ଧାତିକା ରାସ୍ତା କଡ଼ରୁ ସୋମବାର ଏକ ମୃତଦେହ ପୋଲିସ ଜବତ କରିଛି। ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ...

ବେଆଇନ ପାର୍କିଂ ଉଠାଇବା ସହ କ୍ଷତିପୂରଣ ଦାବିରେ ଉତ୍ତେଜିତ ଲୋକଙ୍କ ରାସ୍ତାରୋକୋ

ପାଟଣା,୨୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କ୍ଷୀରେଇ ଟାଙ୍ଗିରି ଦେଇ ଯାଇଥିବା ମୁମ୍ବାଇ କୋଲକତା-୪୯ ନମ୍ବର ଜାତୀୟ ରାଜପଥର ଟୋଲଗେଟ ନିକଟରେ ବୁଧବାର ଉତ୍ତେଜନା ଦେଖାଦେଇଛି।...

ସୀମାନ୍ତରେ ଧରାପଡ଼ିଲେ ୪୭ ଶ୍ରମିକ

ଚମ୍ପୁଆ, ୮।୫(ଡି.ଏନ.ଏ.)- କରୋନା ମହାମାରୀ ପାଇଁ ସରକାରଙ୍କ ନିର୍ଦ୍ଦେଶ ପରେ ଉପାନ୍ତ ଅଞ୍ଚଳର ସୀମା ସିଲ୍‌ କରାଯାଇଛି। ଏଠାରେ ବ୍ୟାପକ ତନଖି ସହିତ ଅନୁପ୍ରବେଶ ରୋକିବା...

Advertisement
Archives

Model This Week