ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ଚମ୍ପୁଆ,୧୫ା୧ (ଡି.ଏନ.ଏ) କେନ୍ଦୁଝର ଜିଲାରେ ପବିତ୍ର ମକର ସଂକ୍ରାନ୍ତି ଧୁମ୍‌ଧାମ୍‌ରେ ପାଳନ କରାଯାଇଥାଏ। କିନ୍ତୁ କରୋନା କଟକଣା ଯୋଗୁ ଚଳିତ ବର୍ଷ ମଧ୍ୟ ଏହି ପର୍ବ ଫିକା ପଡ଼ିଛି। ରାଜ୍ୟରେ କରୋନା ଏବଂ ଓମିକ୍ରନ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଜନସମାଗମ ଉପରେ ରୋକ୍‌ ଲଗାଯାଇଥିବାରୁ ମକର ମେଳା ଏକପ୍ରକାର ବନ୍ଦ ହୋଇଯାଇଛି। ଅନ୍ୟପକ୍ଷେ ଲଗାଣ ବର୍ଷା ଲୋକଙ୍କ ଉତ୍ସାହକୁ ଫିକା ପକାଇ ଦେଇଛି। ଚମ୍ପୁଆ ଅଞ୍ଚଳରେ ପ୍ରମୁଖ ମେଳା ପଡ଼ିଆ ଖଁା ଖଁା ହୋଇଯାଇଛି। ଚମ୍ପୁଆ ନିକଟବର୍ତ୍ତୀ ରାମତୀର୍ଥ, କେଶରିକୁଣ୍ଡ, ଦୋମୁହାଣି ଆଦି ପବିତ୍ର ବୈତରଣୀ ତଟରେ ପୂର୍ବବର୍ଷ ଅପେକ୍ଷା କମ୍‌ ଶ୍ରଦ୍ଧାଳୁ ବୁଡ଼ ପକାଇଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ବୈତରଣୀ ସେତୁ

ଆନନ୍ଦପୁର,୨୯।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଲାଇଫ୍‌ଲାଇନ୍‌ କୁହାଯାଉଥିବା ବୈତରଣୀ ନଦୀ ସେତୁ ପୁଣି ବିପଦରେ। ୩ଟି ସ୍ପାନ ଦବିବା ଯୋଗୁ ଏହାର ସ୍ଥାୟିତ୍ୱ ନେଇ ଏବେ...

ପୂର୍ବତନ ବ୍ଲକ ଉପାଧ୍ୟକ୍ଷଙ୍କୁ ଧକ୍କା ଦେଇ ବୋଲେରୋ ଫେରାର

ପାଟଣା,୪।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ବ୍ଲକର ପୂର୍ବତନ ଉପାଧ୍ୟକ୍ଷ ନିରଞ୍ଜନ ସ୍ବାଇଁ ଶନିବାର ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଛନ୍ତି। ନିଜ ଗ୍ରାମ ମଲହାରପଦାରୁ ସାହାରପଡା ଯାଉଥିବା...

ନିର୍ମାଣର ମାସେ ନ ପୂରୁଣୁ ଭାଙ୍ଗିଲା ବର୍ଷା ଜଳ ଅମଳ ପ୍ରକଳ୍ପ

ଚମ୍ପୁଆ, ୨୨।୬(ଡି.ଏନ.ଏ.) – ବର୍ଷା ଜଳକୁ ସଂରକ୍ଷଣ କରିବା ଓ ଭୂତଳ ଜଳସ୍ତରକୁ ବୃଦ୍ଧି କରିବା ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ଯୋଜନା...

ଗୁରୁତର ଅବସ୍ଥାରେ ଅଜଣା ଯୁବକଙ୍କୁ ଉଦ୍ଧାରକଲା ଅଗ୍ନିଶମ ବିଭାଗ

ଆନନ୍ଦପୁର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ୫୩ ନଂ. ରାଜ୍ୟ ରାଜପଥ ବଞ୍ଚୋ ଛକ ନିକଟରେ ଶନିବାର ଜଣେ ଅଜଣା ଯୁବକ ଦୁର୍ଘଟଣାଗ୍ରସ୍ତ ହୋଇ...

ଗଛରେ ଝୁଲୁଛି ଦୁଇ ମୃତଦେହ, ମିଳିନି ପରିଚୟ

ଆନନ୍ଦପୁର,୩୧ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ୫୩ ନଂ ରାଜ୍ୟ ରାଜପଥର ଚାରିନାଳିଆଠାରେ ଗଛରେ ଝୁଲନ୍ତା ଅବସ୍ଥାରେ ବୁଧବାର ଦୁଇ ମୃତଦେହ ଠାବ କରାଯାଇଛି।...

୯୦ ବର୍ଷ ପରେ ହୁଡ଼ିସାହିରେ ଅଧିକାରୀ

ଚମ୍ପୁଆ, ୧୪।୨(ଡି.ଏନ.ଏ.)-ସମସ୍ୟା ବହୁଳ ହୁଡିସାହି ଚମ୍ପୁଆ ଏନ୍‌ଏସିରେ ଅନ୍ତର୍ଭୁକ୍ତ ହୋଇଥିଲେ ବି ଆଜି ବି ମୌଳିକ ସୁବିଧାରୁ ବଞ୍ଚିତ। ଏନେଇ ଖବର ପ୍ରକାଶିତ ପରେ ଏନଏସି...

କେନ୍ଦୁଝରରେ ଜଳିଗଲା ମାଲବୁହା ଟ୍ରକ୍‌

କେନ୍ଦୁଝର, ୩୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ନରଣପୁର-ଡୁବୁରୀ ରାସ୍ତା ପିଟାପିଟି ଗ୍ରାମ ଭାଇଭାଇ ଢାବା ନିକଟରେ ଶନିବାର ସକାଳେ ଏକ ୧୨ ଚକିଆ...

ଆବର୍ଜନା ପାଇଁ ମିଳୁନି ଜାଗା

କେନ୍ଦୁଝର, ୧୮।୧୧ (ସ୍ବ.ପ୍ର.): ବର୍ଜ୍ୟବସ୍ତୁ ପରିଚାଳନାରେ କେନ୍ଦୁଝରଗଡ଼ ପୌରପାଳିକା ସମ୍ପୂର୍ଣ୍ଣ ବିଫଳ ହୋଇଥିବା ସଦର ବିଧାୟକ ମୋହନ ମାଝି ଅଭିଯୋଗ କରିଛନ୍ତି। ବୁଧବାର ସହରର ବିଭିନ୍ନ ମଇଳା...

Advertisement
Archives

Model This Week