ଫେସ୍‌ବୁକ୍‌ ଲାଇଭ୍‌ରେ ସମଲେଇଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ

ସମ୍ବଲପୁର,୨୩।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ  ନୂଆ ଖାଇବା ପରେ ବିଭନ୍ନ ଦେବୀଦେବଙ୍କୁ ଲୋକେ ଦର୍ଶନ କରିଥାନ୍ତି। ସେହିପରି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ଦର୍ଶନ ଶ୍ରଦ୍ଧାଳୁ କରିଥାନ୍ତି ।

ହେଲେ କରୋନା କଟକଣା ଯୋଗୁ ଚଳିତ ବର୍ଷ ସାଧାରଣ ଦର୍ଶନ ଉପରେ ରୋକ୍‌ ଲଗାଯାଇଛି। ହେଲେ ମନ୍ଦିର ଟ୍ରଷ୍ଟ ପକ୍ଷରୁ ନୂଆଁଖାଇ ଦିନ ଫେସବୁକ୍‌ ଲାଇଭ ଜରିଆରେ ଭକ୍ତମାନେ ଅନ୍‌ଲାଇନ ଦର୍ଶନ କରିବାର ସୁବିଧା କରାଯାଇଛି ବୋଲି ମନ୍ଦିର ଟ୍ରଷ୍ଟ ସଭାପତି ସଞ୍ଜୟ ବାବୁ କହିଛନ୍ତି ।

ସେ କହିଛନ୍ତି, ଚଳିତ ବର୍ଷ ଭକ୍ତମାନେ ଫେସ୍‌ବୁକ୍‌ ଲାଇଭରେ ଦର୍ଶନ କରି ପାରିବେ। ସମଲେଶ୍ୱରୀ ଟ୍ରଷ୍ଟ ବୋର୍ଡ ପେଜ୍‌ କିମ୍ବା କୋଡ୍‌କୁ ଯାଇ କେବଳ ରାଜ୍ୟ ନୁହେଁ, ଦେଶବିଦେଶର ଭକ୍ତ ମଧ୍ୟ ସମଲେଶ୍ୱରୀଙ୍କ ଦର୍ଶନ କରି ପାରିବେ। ତେବେ ମା’ଙ୍କ ଗୁପ୍ତ ପୂଜାକୁ ଲାଇଭ ଦର୍ଶନରୁ ବାଦ୍‌ ଦିଆଯିବ ।

ମା’ଙ୍କ ପୂଜା, ଆଳତି, ୧୧୫ ପାର୍ଶ୍ୱ ଦେବୀଦେବଙ୍କ ପୂଜା ଆଦି ନୂଆଁଖାଇ ଦିନ ସବୁ ଲାଇଭରେ ଉପଲବ୍ଧ ହେବ। ପୂର୍ବାହ୍ନ ୯ଟା ୧୫ରୁ ଲାଇଭ୍‌ ଆରମ୍ଭ ହେବ। ସମଲେଶ୍ୱରୀ ମନ୍ଦିର ପରିସରରେ ନୂଆଁଖାଇ ଦିନ କୌଣସି ଭକ୍ତଙ୍କଠାରୁ ପୂଜା ଭୋଗ ନିଆଯିବ ନାହିଁ । ତେଣୁ ଘରେ ଥାଇ ସମସ୍ତେ ମାଙ୍କ ଦର୍ଶନ କରନ୍ତୁ ବୋଲି ସଭାପତି ବାବୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri