ଆସନ୍ତାକାଲି ଅପରାହ୍ନରୁ ଆଉ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ

ପୁରୀ ଅଫିସ,୭ା୭: ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଲୀଳାଖେଳା ସରି ସରି ଆସୁଛି। ଆସନ୍ତାକାଲି ସନ୍ଧ୍ୟା ଦର୍ଶନ ଏବଂ ତା’ ପରଦିନ ବାହୁଡ଼ାଯାତ୍ରା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଇଛି। ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ସନ୍ଧ୍ୟାରେ ନ ହୋଇ ଅପରାହ୍ନ ୪ଟା ସୁଦ୍ଧା ଶେଷ ହେବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ତେଣୁ ଅପରାହ୍ନରୁ ଆଉ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ ଭକ୍ତ। ପ୍ରଶାସନର ଏହି ଘୋଷଣା ପରେ ଭକ୍ତଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

ଅନ୍ୟପକ୍ଷରେ ସନ୍ଧ୍ୟା ଦର୍ଶନ ସନ୍ଧ୍ୟାରେ ହିଁ କରାଯାଏ। ଅପରାହ୍ନରେ ବନ୍ଦ ହେଲେ ହଜାର ହଜାର ଭକ୍ତ ଦର୍ଶନରୁ ବଞ୍ଚିତ ହେବେ ବୋଲି ସେବାୟତମାନେ କହିଛନ୍ତି। ଏ ସମ୍ପର୍କରେ ପୁନଃ ଆଲୋଚନା କରିବା ପାଇଁ ଜିଲା ପ୍ରଶାସନକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ଲଡ୍ଡୁ ଗୋପାଳଙ୍କ ମୂର୍ତ୍ତି କେତେ ବଡ଼ ହେବା ଉଚିତ? ଜାଣନ୍ତୁ ଘରେ ରଖିବାର ୧୦ ନିୟମ…

ଲଡ୍ଡୁ ଗୋପାଳ ହେଉଛନ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ବାଳ ସ୍ବରୂପ। ଘରେ ଲଡ୍ଡୁ ଗୋପାଳଙ୍କୁ ରଖିବା କେବଳ ପୂଜା ନୁହେଁ, ବରଂ ଏକ ବାଳକଙ୍କୁ ପରିବାରର ସଦସ୍ୟ...

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

୨୯ ଡିସେମ୍ୱରରେ ଏହି ୩ରାଶିର ଭଲ ଟାଇମ୍‌, ବର୍ଷଶେଷବେଳକୁ ହୁ ହୁ ହୋଇ ବଢିଯିବ ଧନ

ହିନ୍ଦୁ ଧର୍ମରେ, ଗ୍ରହ ଆଧାରରେ ରାଶି ଗଣନା କରାଯାଏ। ଯେତେବେଳେ କୌଣସି ଗ୍ରହ ତାର ରାଶି ପରିବର୍ତ୍ତନ କରେ, ଏହା ଶୁଭ ଏବଂ ଅଶୁଭ ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri